ଭାରତ ସରକାର ପୁଣି ଶସ୍ତା ଚାଉଳ, ଅଟା ଯୋଗାଇଦେବେ । ଭାରତ ବ୍ରାଣ୍ଡ ଅନ୍ତର୍ଗତ ଚାଉଳ, ଅଟା ଏବଂ ଡାଲିର ଖୁଚୁରା ବିକ୍ରି ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ କରିବ। ଦ୍ୱିତୀୟ ପର୍ଯ୍ୟାୟରେ ‘ଭାରତ’ ବ୍ରାଣ୍ଡ ଅଟା ଏବଂ ଚାଉଳ ୫ କିଲୋଗ୍ରାମ ଏବଂ ୧୦ କିଲୋଗ୍ରାମ ବ୍ୟାଗରେ ବିକ୍ରି ହେବ। ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରେ ଖୁଚୁରା ବିକ୍ରୟ ପାଇଁ ୩.୬୯ ଲକ୍ଷ ମେଟ୍ରିକ୍ ଟନ୍ ଗହମ ଏବଂ ୨.୯୧ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉପଲବ୍ଧ ଲୋକଙ୍କୁ ଯୋଗାଇ ଦିଆଯିବ। ପ୍ରଥମରୁ ମଧ୍ୟ ଏହି ଭଳି ସରକାର ଯୋଗାଇ ଦେଉଥିଲେ ।
Trending
- ଗୁଜରାଟରେ ବଡ଼ ଧରଣର ରାଜନୈତିକ ହଲଚଲ୍, ଇସ୍ତଫା ଦେଇଦେଲେ ସବୁ ମନ୍ତ୍ରୀ
- ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪୪ଜଣ ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା ପ୍ରକାଶ କରିଛି ଜେଡିୟୁ
- ବିଜୟ ସଂକଳ୍ପ ସମାବେଶରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ରାଜ୍ୟ ସରକାର
- ୭୯ ବର୍ଷରେ ପାଦ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
- କାହିଁକି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କଲା ବିଜେଡ଼ି
- ମ୍ୟାଥ୍ସ ଜିନିୟସ୍ 2025ରେ ସଫଳତା ହାସଲ କଲେ ଭାରତୀ ବିଦ୍ୟାମନ୍ଦିର ଛାତ୍ର ସାଇ ସମର୍ଥ ସାହୁ
- ସ୍ନେହାଙ୍ଗିନୀ ଛୁରିଆ ହେବେ ବିଜେଡି ପ୍ରାର୍ଥୀ
- ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି
- ୫୭ ଆସନ ପାଇଁ ଜେଡିୟୁର ପ୍ରାର୍ଥୀ ଘୋଷଣା
- ବିଶାଖାପାଟଣାରେ ଗୁଗୁଲ୍ ଏଆଇ ହବ୍