ଭାରତ ସରକାର ପୁଣି ଶସ୍ତା ଚାଉଳ, ଅଟା ଯୋଗାଇଦେବେ । ଭାରତ ବ୍ରାଣ୍ଡ ଅନ୍ତର୍ଗତ ଚାଉଳ, ଅଟା ଏବଂ ଡାଲିର ଖୁଚୁରା ବିକ୍ରି ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ କରିବ। ଦ୍ୱିତୀୟ ପର୍ଯ୍ୟାୟରେ ‘ଭାରତ’ ବ୍ରାଣ୍ଡ ଅଟା ଏବଂ ଚାଉଳ ୫ କିଲୋଗ୍ରାମ ଏବଂ ୧୦ କିଲୋଗ୍ରାମ ବ୍ୟାଗରେ ବିକ୍ରି ହେବ। ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରେ ଖୁଚୁରା ବିକ୍ରୟ ପାଇଁ ୩.୬୯ ଲକ୍ଷ ମେଟ୍ରିକ୍ ଟନ୍ ଗହମ ଏବଂ ୨.୯୧ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉପଲବ୍ଧ ଲୋକଙ୍କୁ ଯୋଗାଇ ଦିଆଯିବ। ପ୍ରଥମରୁ ମଧ୍ୟ ଏହି ଭଳି ସରକାର ଯୋଗାଇ ଦେଉଥିଲେ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ