ଲୋକମାନେ ବର୍ତ୍ତମାନ ନିଜ ସଞ୍ଚୟରେ ଭଲ ରିଟର୍ନ କରିବାକୁ ଚାହୁଁଛନ୍ତି । ତେଣୁ ଯଦି ଆପଣ ମ୍ୟୁଚୁଆଲ୍ ଫଣ୍ଡରେ ମଧ୍ୟ ଟଙ୍କା ବିନିଯୋଗ କରିଛନ୍ତି ତେବେ ଏହି ଖବର ପଢିବା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଆପଣ ଯଦି ମ୍ୟୁଚୁଆଲ୍ ଫଣ୍ଡ୍ ପାଇଁ ଇ-କେଓ୍ଵାଇସୀ କରିନାହାଁନ୍ତି ତାହେଲେ ଜଲଦି କରିଦିଅନ୍ତୁ ।ମ୍ୟୁଚୁଆଲ୍ ଫଣ୍ଡରେ E-KYC ପାଇଁ, ଆପଣଙ୍କୁ ଆପଣଙ୍କର ପାନ୍ କାର୍ଡକୁ KRA ୱେବସାଇଟରେ ଅପଡେଟ୍ କରିବାକୁ ପଡିବ । ୱେବସାଇଟରେ ଏହା ଅପଡେଟ୍ ହୋଇଛି କି ନାହିଁ ତାହା ମଧ୍ୟ ଯାଞ୍ଚ କରିପାରିବେ । ଏଥିପାଇଁ ଆପଣଙ୍କୁ ଲଗ୍ ଇନ୍ କରିବାକୁ ପଡିବ । ଯଦି ଆପଣ ଲଗଇନ୍ ପାଇଁ ପାସୱାର୍ଡ ଭୁଲିଯାଇଛନ୍ତି, ତେବେ ଦିଆଯାଇଥିବା ଇମେଲ୍ ID ମାଧ୍ୟମରେ ଏହାକୁ ପରିବର୍ତ୍ତନ କରାଯାଇପାରିବ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post