ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ବିଶେଷ କରି ଗୁରୁବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୩୫ (୩୩୫.୩୯) ପଏଣ୍ଟ ବଢି ୭୩,୦୯୭(୭୩,୦୯୭.୨୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୧୪୯ (୧୪୮.୯୫) ପଏଣ୍ଟ ବୃଦ୍ଧି ଘଟି ୨୨,୧୪୭ (୨୨,୧୪୬.୬୫) ଅଙ୍କରେ କାରବାର ବନ୍ଦ ହୋଇଥିଲା।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ