ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନସେକ୍ସ ୯୮(୯୭.୮୪) ପଏଣ୍ଟ ବଢି ୮୨,୯୮୯ (୮୨,୯୮୮.୭୮) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସ୍ଇ) ର ନିଫ୍ଟି-୫୦ରେ ମଧ୍ୟ ୨୭ (୨୭.୨୫) ପଏଣ୍ଟ ବୃଦ୍ଧି ଘଟି ୨୫,୩୮୪ (୨୫,୩୮୪.୭୫) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସଇ ସେନସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି। ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post