ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି 1769 ପଏଣ୍ଟ ହ୍ରାସ ହୋଇ 82 ହଜାର 497ରେ ବନ୍ଦ ହେଲା ସେନସେକ୍ସ ।ଖବର ଅନୁସାରେ, ଷ୍ଟକ ମାର୍କଟ କ୍ରାସର ପ୍ରଭବରେ ଶକ୍ତ ଧକ୍କା ଖାଇଛନ୍ତି ନିବେଶକ । 10.7 ଲକ୍ଷ କୋଟି ଟଙ୍କା ପାଣିରେ ବୁଡିଲା ଭଳି ମନେହେଉଛି । ବିଏଲଇ କମ୍ପାନୀର ମାର୍କେଟ କ୍ୟାପ 465 ଲକ୍ଷ କୋଟିରେ ସୀମିତ ହୋଇଛି । ଯଦି ଦେଖିବା ତାହେଲେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଏଚଡିଏଫସି ବ୍ୟାଙ୍କ, ଏମ ଆଣ୍ଡ ଏମ, ଏଲଆଣ୍ଡଟି, ଶ୍ରୀରାମ ଫାଇନାନ୍ସ ଏବଂ ଭାରତ ଏୟାରଟେଲର ସେୟାର ଅଧିକ ହ୍ରାସ ପାଇଥିଲା । ଅନ୍ୟପଟେ ଜେଏସଡବ୍ଲୁ ଷ୍ଟିଲର ସେୟାର ଗୁଡିକ 1.33 ପ୍ରତିଶତ ବୃଦ୍ଧି ପାଇଥିଲା ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post
Next Post