ଷ୍ଟକ୍ ବଜାର ଜରିଆରେ ଆୟ କରିବା ନେଇ ସଚେତନତା ବଢ଼ିବା ଓ ଲୋକମାନଙ୍କ ସ୍ମାର୍ଟଫୋନ୍ରେ ସହଜରେ ସେହି ସୁବିଧା ମିଳିବା ପରେ ବହୁ ଲୋକ ଟ୍ରେଡିଂରେ ଭାଗ ନେଉଛନ୍ତି। ଅଳ୍ପ ସମୟ ଭିତରେ ଅଧିକ ରୋଜଗାର କରିବା ଲୋଭରେ ରାଜ୍ୟର ହଜାର ହଜାର ଲୋକ ଫ୍ୟୁଚର୍ ଆଣ୍ଡ୍ ଅପ୍ସନ୍ସ (ଏଫ୍ ଆଣ୍ଡ୍ ଓ)ରେ ନିବେଶ କରି ବିପୁଳ କ୍ଷତି ସହିଛନ୍ତି। ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)ର ଏକ ରିପୋର୍ଟ ଅନୁଯାୟୀ ୨୦୨୩-୨୪ ଆର୍ଥିକ ବର୍ଷରେ ଏଫ୍ ଆଣ୍ଡ୍ ଓରେ ରାଜ୍ୟର ୧ ଲକ୍ଷ ୬୦ ହଜାରରୁ ଅଧିକ ଟ୍ରେଡର୍ ଅଂଶଗ୍ରହଣ କରିଥିଲେ। ସେହିବର୍ଷ ଓଡ଼ିଶା ଟ୍ରେଡର୍ଙ୍କ ହାରାହାରି ମୁଣ୍ଡପିଛା କ୍ଷତି ୯୯ ହଜାର ଟଙ୍କା ରହିଛି।
Trending
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ
- ପୋଲିସ ସ୍ମାରକୀ ଦିବସ’ରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
- ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍ଟ୍ୟାଗ ବାର୍ଷିକ ପାସ୍
Prev Post
Next Post