ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ ସମଗ୍ର ବିଶ୍ୱରେ ଉତ୍ତେଜନା ବୃଦ୍ଧି ପାଇଛି। ଏଥି ସହିତ, ଆଗାମୀ ସମୟ ବହୁତ କଷ୍ଟସାଧ୍ୟ ହେବ ବୋଲି କୁହାଯାଉଛି। ବିଶେଷକରି ଅଶୋଧିତ ତୈଳ ମୂଲ୍ୟ ଏବଂ ମୁଦ୍ରାସ୍ଫୀତିର ବ୍ୟାପକ ବୃଦ୍ଧି ହେବାର ସମ୍ଭାବନା ଅଛି। ଯେଉଁଥିପାଇଁ ଷ୍ଟକ୍ ମାର୍କେଟରେ ମଧ୍ୟ ବହୁତ ହ୍ରାସ ଘଟିଛି।ଶୁକ୍ରବାର ଷ୍ଟକ୍ ମାର୍କେଟ୍ ୧ ପ୍ରତିଶତ ହ୍ରାସ ପରେ ସୋମବାର ବଜାର ଖୋଲିବା ମାତ୍ରେ ସେନସେକ୍ସ ଏବଂ ନିଫ୍ଟିରେ ଏକ ବଡ଼ ହ୍ରାସ ହୋଇଥିଲା ଏବଂ ସେନସେକ୍ସ ୯୦୦ ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୩,୩୧୫.୧୬ ରେ ଖୋଲିଥିଲାବେଳେ ନିଫ୍ଟି ୨୨,୩୩୯.୦୫ ରେ ଖୋଲିଥିଲା ଏବଂ ୩୦୦ ପଏଣ୍ଟରୁ ଅଧିକ ଅଧିକ ହ୍ରାସ ପାଇଥିଲା।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Prev Post
Next Post