ପ୍ରତିଦିନ ନୂଆ ରେର୍କଡ କରୁଛି ସୁନା । ଦିଲ୍ଲୀ ଏନସିଆର ଅନ୍ତର୍ଗତ ସୁନା ବଜାର ରେ ବର୍ତ୍ତମାନର ସୁନାର ମୂଲ୍ୟ ୧୦ ଗ୍ରାମ ୭୩.୪୭୦ ରହିଛି । ଯାହାକି ବର୍ତ୍ତମାନ ବଜାରରେ ଅଧିକ ଦର ରହିଛି । କେବଳ ସୁନା ଦର ନୁହେଁ ରୂପାର ଦର ମଧ୍ୟ ଦିନକୁ ଦିନ ବଢିବାରେ ଲାଗିଛି ।ରୂପାର ମୂଲ୍ୟ ବର୍ତ୍ତମାନ ବଜାରରେ କେଜି ଦର ପ୍ରତି ୮୬,୬୦୦ ରହିଛି । ଏଭଳି ସ୍ଥିତିରେ ଅନ୍ତଜାତୀୟ ବଜାରରେ ଏହାର ମୂଲ୍ୟ ଦିନକୁ ଦିନ ବଢିବାରେ ଲାଗିଛି । ଯଦି ଆମେ ଗତ ୬ ମାସ ଭିତରେ ଦେଖିବା ତେବେ ସୁନାର ମୂଲ୍ୟ ୨୦ରୁ ୨୫ ପ୍ରତିଶତ ବୃଦ୍ଧି ପାଇଛି ।ଅନ୍ତର୍ଜାତୀୟ ବଜାରର କମେକ୍ସରେ ସୁନା ପ୍ରତି ଦର ଏବେ ଆଉନ୍ସ ଦର ଏବେ ୨,୩୮୮ ଡଲାରରେ କାରବାର ହେଉଛି । ଯାହାକି ପାଖାପାଖି ୪୮ଡଲାରରୁ ଅଧିକ ରହିଛି । ବର୍ତ୍ତମାନ ଭୂ-ରାଜନୈତିକ କାରଣରୁ ହେଉଥିବା ଯୋଗଁ ସୁନାର ମୂଲ୍ୟ ବୃଦ୍ଦି ପାଇଥିବା କହିଛନ୍ତି ରିଟେଲ ଜ୍ୱେଲର କମ୍ଫାନୀ ସେନକୋ ଗୋଲ୍ଡ ଲିମିଟେଡ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post