ବମ୍ବେ ଷ୍ଟକ୍ ବଜାର ସେନ୍ସେକ୍ସ ଦ୍ରୁତ ଗତିରେ ଆଗକୁ ବଢ଼ିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯେଉଁ ଆକଳନ କରିଥିଲେ ତାହା ସତ ହୋଇଛି। ଜୁନ୍ ୪ରେ ଫଳ ପ୍ରକାଶ ପାଇବା ପରେ ସେନ୍ସେକ୍ସରେ ୫୦୦୦ ପଏଣ୍ଟରୁ ଅଧିକ ବୃଦ୍ଧି ହୋଇଛି। ତାହାର ପ୍ରଭାବରେ ନିବେଶକମାନଙ୍କୁ ୪୨.୪ ଲକ୍ଷ କୋଟି ଟଙ୍କାର ଫାଇଦା ମିଳିଛି। ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ ବଜାର ପୁଞ୍ଜି ପରିମାଣ ୪୩୭.୨୪ ଲକ୍ଷ କୋଟି ଟଙ୍କାକୁ ବୃଦ୍ଧି ପାଇଛି।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
Next Post