ଲୋକସଭା ନିର୍ବାଚନ ଫଳାଫଳ ଆସିବା ଆରମ୍ଭ କରିଛି। ପ୍ରାରମ୍ବିକ ଧାରାରେ ବିଜେପି ନେତୃତ୍ବାଧୀନ ଏନଡିଏ ପଛରେ ଥିବାରୁ ଷ୍ଟକ୍ ମାର୍କେଟରେ ମଧ୍ୟ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ବଜାର ଖୋଲିବା ମାତ୍ରେ ସେନସେକ୍ସ ୨,୦୦୦ ପଏଣ୍ଟ ଏବଂ ନିଫ୍ଟ ପ୍ରାୟ ୬୦୦ ପଏଣ୍ଟ ହ୍ରାସ ପାଇଛି। ସମ୍ପ୍ରତି ସେନ୍ସେକ୍ସ ୭୪,୦୦୦ ରେ ରହିଯାଇଛି । ଯେତେବେଳେ କି ନିଫ୍ଟି ୨୨,୬୦୦ରେ ରହିଛି।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ