ଆଜି ସେମାନେ ସେୟାର କିଣିବା ଉପରେ ମନୋନିବେଶ କରିବାରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୮୭୪ ପଏଣ୍ଟ ବୃଦ୍ଧି ପାଇ ୭୯,୪୬୮ ପଏଣ୍ଟରେ ବନ୍ଦ ହୋଇଛି। ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ୍ର ନିଫ୍ଟି ମଧ୍ୟ ୩୦୫ ପଏଣ୍ଟ ବୃଦ୍ଧି ପାଇ ୨୪,୨୯୭ ପଏଣ୍ଟରେ ବନ୍ଦ ହୋଇଛି। ଆଜି ସେନ୍ସେକ୍ସରେ ଘଟିଥିବା ବୃଦ୍ଧି ପ୍ରଭାବରେ ନିବେଶକମାନେ ପ୍ରାୟ ୯ ଲକ୍ଷ କୋଟି ଟଙ୍କାର ଲାଭ ପାଇଛନ୍ତି। ବମ୍ବେ ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ୍ ବଜାର ପୁଞ୍ଜି ପରିମାଣ ୪୪୮.୬୬ କୋଟି ଟଙ୍କାରେ ପହଞ୍ଚିଛି। ଏହାର ପୂର୍ବରୁ ସେନ୍ସେକ୍ସରେ ଘଟିଥିବା ହ୍ରାସରେ ଭାରତର ନିବେଶକମାନେ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କା ହରାଇଥିଲେ।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post