ଆମେରିକାରୁ ଓଡ଼ିଶାକୁ ଛୁଟୁଛି ନିବେଶ । ଇଲେକଟ୍ରୋନିକ୍ସ ଡିଜାଇନ ଏବଂ ଅଟୋମେସନରେ ଭୁବନେଶ୍ବରରେ ନିବେଶ କରିବା ସହ ଡିଜାଇନ ସେଣ୍ଟର ଖୋଲିବା ପାଇଁ ଆଗ୍ରହ ପ୍ରକାଶ କରିଛି ସିନୋପସିସ । 25ରୁ ଅଧିକ ଦେଶରେ ଇଲେକ୍ଟ୍ରୋନିକ୍ସ ଡିଜାଇନ୍ ଏବଂ ଅଟୋମେସନ୍ କାର୍ଯ୍ୟକ୍ଷମ ଅଛି ସିନୋପସିସ । ଏବେ ଭୁବନେଶ୍ବରରେ ସେଣ୍ଟର ଖୋଲିଲେ 300 ଚିପ୍ ଡିଜାଇନ୍ ଇଞ୍ଜିନିୟର କାର୍ଯ୍ୟକ୍ଷମ ହେଲା ଭଳି ବିସ୍ତାର ହେବ । ଏହି ଟିମ୍ରେ HDG ଆନାଲଗ, HDG ଡିଜାଇନ୍, ହାର୍ଡୱେର୍ ଆନାଲିଟିକ୍ସ, ଏବଂ ହାର୍ଡୱେୟାର ଡେଭଲପମେଣ୍ଟ ଗ୍ରୁପ୍ ଦଳର ସଦସ୍ୟ ରହିବେ । ଏକ ବୈଠକରେ ସେମିକଣ୍ଡକ୍ଟର ଇକୋସିଷ୍ଟମ୍ ଗଠନ ପାଇଁ ସରକାର ଯେଉଁ ପଦକ୍ଷେପ ନେଉଛନ୍ତି ସେ ବିଷୟରେ ଆଲୋଚନା କରାଯାଇଛି । ସେମିକଣ୍ଡକ୍ଟର ଉତ୍ପାଦନ ପାଇଁ ରାଜ୍ୟ ସରକାର ଯେଉଁ ପ୍ରୋତ୍ସାହନ ପ୍ରଦାନ କରୁଛନ୍ତି ତାକୁ ପ୍ରତିନିଧୀ ଦଳ ଦର୍ଶାଇଛନ୍ତି । ରାଜ୍ୟ ସରକାରଙ୍କ ଏହି ପ୍ରତିନିଧୀ ଦଳକୁ ସିନୋପସିସ ଅଧିକାରୀ ଓଡିଶାକୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ