ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି, ଭକ୍ତ ନିବାସରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆଯାଉଛି। ବାହାରୁ ଆସୁଥିବା ଅନେକ ଭକ୍ତ ଚାରିଚକିଆ ଗାଡ଼ି ନେଇ ଆସୁନାହାନ୍ତି। ଯେଉଁମାନେ ଚାରିଚକିଆ ଆଣି ଆସୁଛନ୍ତି ପାର୍କିଂ ଫି ଦିନକୁ ୫ ଶହ ଟଙ୍କା ଦେବେ। ଅନ୍ୟ ବାହାର ଲୋକ ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ। ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡ଼ି ପାର୍କିଂ କରୁଛନ୍ତି ଯାତ୍ରୀ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ