ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ରର ମଞ୍ଜୁରୀ
ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ ପାଇଁ କେନ୍ଦ୍ରର ମଞ୍ଜୁରୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ତ୍ୱରିତ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର। ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ରର ମଞ୍ଜୁରୀ। କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ଦେଇଥିବା ନେଇ ପତ୍ୟୁତ୍ତରରେ ଜଣାଇଲେ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ।..ଅନୁରୋଧକୁ ରକ୍ଷା କରି ତ୍ୱରିତ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତ ୧୬ ତାରିଖରେ ମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଚିଠି ଲେଖିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍ ଟନ ଉଷୁନା ଚାଉଳ ସଂଗ୍ରହ କରିବା ପାଇଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ମଞ୍ଜୁରୀ ପ୍ରଦାନ କରିଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଚିଠିର ପ୍ରତ୍ୟୁତ୍ତରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋୟଲ ।