ଦିଲ୍ଲୀ ମୁଖ୍ୟ ଶାସନ ସଚିବଙ୍କ ରିପୋର୍ଟକୁ ଆଧାର କରି ସିବିଆଇ ତଦନ୍ତ ହେବ କେଜ୍ରିୱାଲ୍ ସରକାରଙ୍କ ବିବାଦୀୟ ‘ଦିଲ୍ଲୀ ଅବକାରୀ ନୀତି । ‘ସିବିଆଇ’ ତଦନ୍ତ କରିବା ଲାଗି ଉପରାଜ୍ୟପାଳ ଭି.କେ. ସାକ୍ସେନା ଆଦେଶ ଦେଇଛନ୍ତି। ଏଥିରେ ଦୁର୍ନୀତି ହୋଇଥିବା କୁହାଯାଇଛି । ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିରୋଧରେ ଦିଲ୍ଲୀ ଉପରାଜ୍ୟପାଳ ସାକ୍ସେନାଙ୍କ ଅଭିଯୋଗ ଆଧାରରେ ସିବିଆଇ ତଦନ୍ତ କରିବ । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ଆଜି କହିଛନ୍ତି, ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ‘ବିଜେପି’ ନେତାମାନଙ୍କୁ ‘ସବରକର୍ଙ୍କ ସନ୍ତାନ’ କହି ସେ କହିଛନ୍ତି, ମୋ ନେତାମାନେ ହେଉଛନ୍ତି ବ୍ରିଟିସ୍ ଆଗରେ ମଥାନତ ନ କରି ଫାଶୀ ଦଣ୍ଡ ସ୍ବୀକାର କରିଥିବା ସ୍ବାଧୀନତା ସଂଗ୍ରାମୀ ଭଗତ ସିଂହଙ୍କ ସନ୍ତାନ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ