ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ଅଗଷ୍ଟ ୨୨ରୁ ଆରମ୍ଭ ହୋଇଥିବା ବେଳେ ନୂଆ କାର୍ଡ ଆବେଦନ ମଧ୍ୟ ଜାରି ରହିଛି। ନୂଆ ରାସନକାର୍ଡ ପାଇଁ ଏବେ ସୁଦ୍ଧା ୯ଲକ୍ଷରୁ ଅଧିକ ଲୋକ ଆବେଦନ କରିଛନ୍ତି। ଏହାସହିତ ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୩୭ହଜାର ଲୋକଙ୍କର ଇ-କେୱାଇସି ଅପଡେଟ ସରିଥିବା ବେଳେ ଅନ୍ୟମାନଙ୍କ ଯାଞ୍ଚ ଚାଲିଛି। ସୂଚନା ଅନୁସାରେ ୧୦ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ଅପେକ୍ଷାରେ ରହିଛନ୍ତି।
Trending
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
 - ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
 - ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
 - ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
 - ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
 - ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
 - ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
 - ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
 - ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
 - ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା
 
Prev Post
Next Post