ସେପ୍ଟେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ଦିଆଯିବ। ଆଜି ଏନେଇ ବିଧାନସଭାରେ ବିଜେଡି ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପୁରୁଣା କାର୍ଡରେ ଇ-କେୱାଇସି ଯାଞ୍ଚ ଅଗଷ୍ଟ ୨୨ରୁ ଆରମ୍ଭ ହୋଇଥିବା ବେଳେ ନୂଆ କାର୍ଡ ଆବେଦନ ମଧ୍ୟ ଜାରି ରହିଛି। ନୂଆ ରାସନକାର୍ଡ ପାଇଁ ଏବେ ସୁଦ୍ଧା ୯ଲକ୍ଷରୁ ଅଧିକ ଲୋକ ଆବେଦନ କରିଛନ୍ତି। ଏହାସହିତ ମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୪୪ଲକ୍ଷ ୩୭ହଜାର ଲୋକଙ୍କର ଇ-କେୱାଇସି ଅପଡେଟ ସରିଥିବା ବେଳେ ଅନ୍ୟମାନଙ୍କ ଯାଞ୍ଚ ଚାଲିଛି। ସୂଚନା ଅନୁସାରେ ୧୦ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ଅପେକ୍ଷାରେ ରହିଛନ୍ତି।
Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Prev Post
Next Post