ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୨୩୦୦ ଟଙ୍କା ସହିତ ରାଜ୍ୟ ସରକାରଙ୍କ ତରଫରୁ ଇନ୍ପୁଟ ସହାୟତା ୮୦୦ ଟଙ୍କା ମିଶାଇ ଚଳିତ ବର୍ଷ ଧାନ କିଣା ଦର କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।
Trending
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- କେରଳର ପବିତ୍ର ଶବରୀମାଳା ଶ୍ରୀ ଆୟାପ୍ପା ମନ୍ଦିର ପ୍ରବେଶ କରି ଇତିହାସ ରଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ‘ୟୁନିଟ୍-୧’ ହାଟ ରେ ଭୟାବହ ଅଗ୍ନିକାଣ୍ଡ
- ପୀତବାସ ପଣ୍ଡା ହତ୍ୟା, ହୋଇଥିଲା ୫୦ ଲକ୍ଷ ଟଙ୍କାର ଡିଲ୍
- ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡ଼ି ନେତା ବିକ୍ରମ ପଣ୍ଡା ଗିରଫ
- ପୀତବାସ ହତ୍ୟା ମାମଲା,ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ
- ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ମାଧ୍ୟମରେ ଆର୍ଥିକ ଅନଗ୍ରସର ତଥା ନିମ୍ନ ଆୟବର୍ଗମାନଙ୍କ ପାଇଁ ସୁରକ୍ଷିତ ଓ ସ୍ଥାୟୀ ଆଶ୍ରୟସ୍ଥଳ ସୁନିଶ୍ଚିତ ହେଉଛି
- ଧୂଆଁମୟ ଦିଲ୍ଲୀର ଆକାଶ
- INS ବିକ୍ରାନ୍ତରେ ପ୍ରଧାନମନ୍ତ୍ରୀ ମୋଦି ସୈନିକମାନଙ୍କ ସହ ପାଳିଲେ ଦୀପାବଳି ଉତ୍ସବ
- ନାମାଙ୍କନ ଦାଖଲ କଲେ ସ୍ନେହାଙ୍ଗିନୀ ଛୁରିଆ