ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୨୩୦୦ ଟଙ୍କା ସହିତ ରାଜ୍ୟ ସରକାରଙ୍କ ତରଫରୁ ଇନ୍ପୁଟ ସହାୟତା ୮୦୦ ଟଙ୍କା ମିଶାଇ ଚଳିତ ବର୍ଷ ଧାନ କିଣା ଦର କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା