କେନ୍ଦୁପତ୍ର ଉପରେ ଜଏସ୍ଟି ୧୮ରୁ ୫ ପ୍ରତିଶତ ହ୍ରାସ ପାଇଛି । ଏହା ଦ୍ବାରା ରାଜ୍ୟର କେନ୍ଦୁପତ୍ର ତୋଳାଳି ଅଧିକ ଲାଭବାନ୍ ହେବେ । ଏହା ସହ କୃଷି କ୍ଷେତ୍ରରେ ମଧ୍ୟ ଚାଷୀଙ୍କୁ ଅଧିକ ଲାଭ ମିଳିବ । କୃଷି କ୍ଷେତ୍ରରେ ଜିଏସ୍ଟି ହ୍ରାସ ପାଇଥିବାରୁ ରାଜ୍ୟର କୃଷକ ଅଧିକ ଲାଭାନ୍ବିତ ହେବେ । ଏହା ସହ କୋଇଲା ଉତ୍ପାଦନରେ ମଧ୍ୟ ଓଡ଼ିଶାକୁ ଅଧିକ ଲାଭ ମିଳିବ। ଜିଏସ୍ଟି ସ୍ଲାବରେ ପରିବର୍ତ୍ତନ ପରେ ଓଡ଼ିଶାକୁ ମିଳିବ ବଡ଼ ଲାଭ । ନୂଆଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି , କେନ୍ଦୁପତ୍ର ଉପରେ ଜଏସ୍ଟି ୧୮ରୁ ୫ ପ୍ରତିଶତ ହ୍ରାସ ପାଇଛି । ଏହା ଦ୍ବାରା ରାଜ୍ୟର କେନ୍ଦୁପତ୍ର ତୋଳାଳି ଅଧିକ ଲାଭବାନ୍ ହେବେ । ଏହା ସହ କୃଷି କ୍ଷେତ୍ରରେ ମଧ୍ୟ ଚାଷୀଙ୍କୁ ଅଧିକ ଲାଭ ମିଳିବ । କୃଷି କ୍ଷେତ୍ରରେ ଜିଏସ୍ଟି ହ୍ରାସ ପାଇଥିବାରୁ ରାଜ୍ୟର କୃଷକ ଅଧିକ ଲାଭାନ୍ବିତ ହେବେ । ଏହା ସହ କୋଇଲା ଉତ୍ପାଦନରେ ମଧ୍ୟ ଓଡ଼ିଶାକୁ ଅଧିକ ଲାଭ ମିଳିବ। ସେସ୍ କମିବା ଯୋଗୁ ଅଧିକ ଫାଇଦାରେ ରହିବ ଓଡ଼ିଶା । କେନ୍ଦ୍ର ସରକାର ଜିଏସ୍ଟି ସ୍ଲାବରେ ପରିବର୍ତ୍ତନ କରିଥିବାରୁ ରାଜ୍ୟର ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଅଧିକ ଉପକୃତ ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post