ଟମାଟୋ, ବାଇଗଣ, ପୋଟଳ, କାକୁଡ଼ି ଦର ଆପଣଙ୍କ ଅଞ୍ଚଳରେ କେତେ? ଦରକୁ ନେଇ ଏବେ ସବୁଠି ଚର୍ଚା । ବଜାରରେ ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଟମାଟୋ କିଲୋ ପଚାଶ ଟପି 80ରେ ପହଞ୍ଚିଲାଣି।ବିଭିନ୍ନ ସ୍ଥାନରେ ଶହେ ଟଙ୍କା ଉପରେ କିଲୋ ଟମାଟୋ ବିକ୍ରି ହେଉଛି । ପାର୍ବଣ ବେଳେ ପରିବା ଦର ବଢ଼ିବା ଗ୍ରାହକଙ୍କ ଚିନ୍ତା ବଢ଼ାଇ ଦେଇଛି । କିଛି ମାସ ପୂର୍ବରୁ ମଧ୍ୟ ଟମାଟୋ ଦର ଶହେ ଟପିଥିଲା । ପୁଣି ଥରେ ସମାନ ସ୍ଥିିତି ଦେଖିବାକୁ ମିଳିଛି ।କେବଳ ଟମାଟୋ ନୁହେଁ ବରଂ ଅନ୍ୟ ପନିପରିବା ଯେମିତିକି ପିଆଜ ଦର ମଧ୍ୟ ବଢ଼ିବାରେ ଲାଗିଛି । ପାର୍ବଣ ବେଳେ ଆକାଶଛୁଆଁ ପରିବା ଦର ଖାଉଟିଙ୍କୁ ଚିନ୍ତାରେ ପକାଇଛି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ