କେନ୍ଦ୍ରରେ ମୋଦୀ ସରକାର ପୁଣିଥରେ କ୍ଷମତାକୁ ଆସିବା ପରେ, ଏବେ ଆସିବାକୁ ଯାଉଛି କେନ୍ଦ୍ରୀୟ ବଜେଟ୍ । ଆସନ୍ତା ଜୁଲାଇ ୨୩ରେ ଆସିବ କେନ୍ଦ୍ରୀୟ ବଜେଟ୍ । ଏହିଦିନ ଲୋକସଭାରେ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମିଳିଥିବା ସୂଚନା ମୁତାବକ, ୧୮ ତମ ଲୋକସଭାର ବଜେଟ୍ ଅଧିବେଶନ ଜୁଲାଇ ୨୨ ତାରିଖରୁ ଆରମ୍ଭ ହେଇ ଅଗଷ୍ଟ ୧୨ ତାରିଖ ପର୍ୟ୍ୟନ୍ତ ଚାଲିବ । ଏନେଇ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ଟୁଇଟ୍ କରି ସୂଚନା ଦେଇଛନ୍ତି ।ସୂଚନାଯୋଗ୍ୟ ଯେ, କେନ୍ଦ୍ରରେ ପୁଣିଥରେ କ୍ଷମତାକୁ ଆସିଛି ମୋଦୀ ସରକାର । ଆଉ ୩ୟ ଥର ପାଇଁ କ୍ଷମତାକୁ ଆସିବା ପରେ ଏହା ହେବ ମୋଦୀ ସରକାରର ପ୍ରଥମ ବଜେଟ୍ । ତେଣୁ ଏଥର ବଜେଟରେ କେଉଁ ବିଭାଗକୁ କେତେ ଟଙ୍କା ଘୋଷଣା ହେଉଛି, ତା ଉପରେ ରହିଛି ସମସ୍ତଙ୍କର ନଜର…
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post