ଆଜିଠୁ ଲାଗୁହେବ ଜିଓର ନୂଆ ପ୍ଲାନ୍ । ଉଭୟ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ପ୍ଲାନର ହେବ ଶୁଳ୍କ ବୃଦ୍ଧି । ଦେଶର ବୃହତ୍ତମ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ୍ ଆଜିଠୁ ମୋବାଇଲ୍ ଶୁଳ୍କ ବୃଦ୍ଧି କରିବା ନେଇ ଘୋଷଣା କରିଛି । ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ୨୮ ମାସର ବୈଧତାର ମାସିକ ଯୋଜନା ପାଇଁ ୧୫୫ ଟଙ୍କା ଦେବାକୁ ପଡୁଥିଲା, ବର୍ତ୍ତମାନ ୧୮୯ ଟଙ୍କା ଦେବାକୁ ପଡିବ ଏବଂ ଏହି ଯୋଜନାରେ ୨ ଜିବି ଡାଟା ଉପଲବ୍ଧ ହେବ । ୨୮ ଦିନର ବୈଧତା ସହିତ ୨୦୯ ଟଙ୍କା ଯୋଜନା ପାଇଁ, ୨୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ୧ ଜିଡି ଡାଟା ରହିବ । ୩୯୯ ଟଙ୍କା ପ୍ଲାନ ପାଇଁ, ୪୪୯ ଟଙ୍କା ଦେବାକୁ ପଡିବ ଯେଉଁଥିରେ ଆପଣ ୩ ଜିବି ଡାଟା ରହି । ଅନ୍ୟପଟେ ୨ ଜିବି କିମ୍ୱା ତାଠାରୁ ଅଧିକ ଡାଟା ଥିବା ପ୍ଲାନରେ ଅସୀମିତ ଫାଇଭ-ଜି ଡାଟା ହେବ ଉପଲବ୍ଧ ହେବ । ରିଲାଏନ୍ସ ଜିଓ ପ୍ଲାନର ଶୁଳ୍କ ବୃଦ୍ଧି ଉପରେ ସାରା ଦେଶର ଉପଭୋକ୍ତାଙ୍କ ନଜର ରହିଛି ।
Trending
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
Prev Post