ବ୍ୟାଙ୍କ ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର । ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡିତ କିଛି ବିଶେଷ କାମ ରହିଛି, ତେବେ ତୁରନ୍ତ କାମ ସାରି ଦିଅନ୍ତୁ । ସେପ୍ଟେମ୍ବର ମାସ ଶେଷ ହେବା ପାଇଁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ରହିଛି । ଏହାପରେ ଅକ୍ଟୋବର ମାସ ଆରମ୍ଭ ହୋଇଯିବ । ଏହି ମାସରେ ଅନେକ ପୂଜାପାର୍ବଣ ରହିଥିବାରୁ ଅଧିକାଂଶ ଦିନ ବ୍ୟାଙ୍କ ବନ୍ଦ ରହିବ । ଅକ୍ଟୋବରରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ । ଅକ୍ଟୋବର ମାସରେ ଗାନ୍ଧି ଜୟନ୍ତୀ ଠାରୁ ଆରମ୍ଭ କରି ଦଶହରା ଛୁଟି ସାମିଲ ରହିଛି । ଲଗାତାର ଛୁଟି ଯୋଗୁଁ ବ୍ୟାଙ୍କ ଗ୍ରାହକଙ୍କ କାମ ଉପରେ ଫରକ ପଡିପାରେ । କିନ୍ତୁ ବ୍ୟାଙ୍କର ଅନଲାଇନ ସେବା ଜାରି ରହିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post