କାରରେ ୬ଟି ଏୟାରବ୍ୟାଗକୁ ନେଇ ବଦଳିଲା ସରକାରଙ୍କ ନିଷ୍ପତ୍ତି । କେନ୍ଦ୍ରୀୟ ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡକରୀ ଏହାକୁ ବାଧ୍ୟତାମୂଳକ କରିବେ ନାହିଁ ବୋଲି ଏକ କାର୍ଯ୍ୟକ୍ରମରେ କହିଛନ୍ତି । ନିତୀନ ଗଡକରୀ କହିଛନ୍ତି, ଲୋକମାନେ ବର୍ତ୍ତମାନ ସଚେତନ ହୋଇଯାଇଛନ୍ତି, ସେଥିପାଇଁ ୬ଟି ଏୟାରବ୍ୟାଗ ନିୟମକୁ ବାଧ୍ୟତାମୂଳକ କରାଯିବ ନାହିଁ ।ଲୋକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଅକ୍ଟୋବର ୨୦୨୩ରୁ ଗାଡିରେ ୬ଟି ଏୟାରବ୍ୟାଗ ବାଧ୍ୟତାମୂଳକ କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲେ । ଗତବର୍ଷ ସଡକ ପରିବହନ ଓ ରାଜମାର୍ଗ ମନ୍ତ୍ରଣାଳୟ ଯାନବାହନରେ ଲୋକମାନଙ୍କ ସୁରକ୍ଷା ବଢାଇବା ପାଇଁ ଦେଶରେ ବିକ୍ରି ହେଉଥିବା କାର ସମ୍ମୁଖରେ ୨ଟି ଏୟାରବ୍ୟାଗ ଲଗାଇବା ବାଧ୍ୟତାମୂଳକ କରିବା ପାଇଁ କୁହାଯାଇଥିଲା । ଏବେ କେନ୍ଦ୍ରୀୟ ମୋଟର୍ସ ବାହନ ନିୟମ ୧୯୮୯ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି ।
Trending
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡାକିଲେ ବିଧାୟକ ଦଳ ବୈଠକ
- ସରିଲା ମାଟ୍ରିକ୍ ପରୀକ୍ଷା, ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ
- ପଶ୍ଚିମ ଏସିଆରେ ଉତ୍ତେଜନା ଓ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ଦେଖି ଟେନସନରେ ଭାରତ,ଭାରତୀୟଙ୍କୁ ସୁରକ୍ଷା ଦବା କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଆମେରିକା ଦୂତାବାସ ସମ୍ପତ୍ତି ଭଙ୍ଗାରୁଜା କଲେ ପ୍ରଦର୍ଶନକାରୀ,୧୨ ମୃତ ୬୦ରୁ ଅଧିକ ଆହତ
- ଦଳରୁ ବହିଷ୍କାର ପରେ ଅସନ୍ତୋଷ ଜାହିର କରିଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ
Prev Post
Next Post