ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜରେ ଚଳିତ ସପ୍ତାହ କାରବାର ସମ୍ପୂର୍ଣ୍ଣ ଅସ୍ଥିର ରହିଛି। ଗତ ପାଞ୍ଚ ଦିନ ମଧ୍ୟରେ ସେନ୍ସେକ୍ସ ୪୧୪୮ପଏଣ୍ଟ ହ୍ରାସ ପାଇଥିବା ବେଳେ ନିବେଶକମାନେ ପ୍ରାୟ ୧୬ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ଗତକାଲି ୧୭୬୯ ପଏଣ୍ଟ ତଳକୁ ଖସିଥିବା ସେନ୍ସେକ୍ସ ଶୁକ୍ରବାର ୮୦୯ ପଏଣ୍ଟ ହ୍ରାସ ପାଇ ୮୧,୬୮୮ ପଏଣ୍ଟରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୨୩୫ ପଏଣ୍ଟ ହ୍ରାସ ପାଇ ୨୫,୦୧୪ ପଏଣ୍ଟରେ ବନ୍ଦ ହୋଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post