ଡିପ୍ଫେକ୍ ଭିଡିଓ କେବଳ ନେତା, ଅଭିନେତା କିମ୍ବା ବଡ଼ ଉଦ୍ୟୋଗୀଙ୍କ ମଧ୍ୟରେ ଆଉ ସୀମିତ ନାହିଁ। ବମ୍ବେ ଷ୍ଟକ ଏକ୍ସଚେଞ୍ଜ୍ (ବିଏସ୍ଇ)ର ଏମ୍ଡି ତଥା ସିଇଓ ସୁନ୍ଦରରମଣ ରାମମୂର୍ତ୍ତି ମଧ୍ୟ ଏହାର ଶିକାର ହୋଇଛନ୍ତି। ତାଙ୍କ ନାମରେ ନକଲି ଭିଡିଓ ଓ ଅଡିଓ ପ୍ରସ୍ତୁତ କରାଯାଇ ସାମାଜିକ ଗଣମାଧ୍ୟମରେ ଭାଇରାଲ କରାଯାଇଛି। ବିଏସ୍ଇ ଏମ୍ଡି ତଥା ସିଇଓ ଭାବେ ଛଳନା କରୁଥିବା ବ୍ୟକ୍ତିମାନେ ଏହି ଭିଡିଓ ଓ ଅଡିଓ ଜରିଆରେ ନିବେଶକମାନଙ୍କୁ କେତେକ ଷ୍ଟକ୍ ସଂପର୍କରେ ଭୁଲ୍ ପରାମର୍ଶ ଦେଉଛନ୍ତି। ସପ୍ତାହେ ପୂର୍ବରୁ ନ୍ୟାସନାଲ୍ ଷ୍ଟକ ୍ଏକ୍ସଚେଞ୍ଜ୍ ପକ୍ଷରୁ ଏ ନେଇ ଲୋକଙ୍କୁ ସତର୍କ କରାଯାଇଥିଲା। ଏହାର ମୁଖ୍ୟଙ୍କ ନାମରେ କିଛି ନକଲି ଭିଡିଓ ପ୍ରସାରିତ ହୋଇଥିବା ନେଇ କୁହାଯାଇଥିଲା।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post