ଭାରତର ସବୁଠାରୁ ବଡ଼ ସପିଙ୍ଗ ପ୍ଲାଟଫର୍ମରେ ଏକ ଫ୍ଲିପକାର୍ଟ ୧ ଅଗଷ୍ଟର ମଧ୍ୟରାତ୍ରୀରୁ ସେଲ ଆରମ୍ଭ କରିଦେଇଛି ।ଏହି ସେଲର ନାମ ବିଗ-ବଜତ ଡେ’ ଅଟେ । ଏହି ସେଲ ୫ ଅଗଷ୍ଟ ୨୦୨୪ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ୫ ଦିନରେ ଗ୍ରାହକଙ୍କୁ ଅନେକ ସାରା ଡିଲ୍ସ ମିଳିବାକୁ ଯାଉଛି । ଏହି ପାଞ୍ଚ ଦିବସର ସେଲ ସମୟରେ ଫ୍ଲିପକାର୍ଟ ନିଜ ଗ୍ରାହକଙ୍କୁ ରିହାତି, ଆକର୍ଷଣୀୟ ଅଫର ଏବଂ ବିଶେଷ ଡିଲ୍ସର ଲାଭ ପ୍ରଦାନ କରିବ ।ଏହି ସେଲ ସମୟରେ ଗ୍ରାହକଙ୍କୁ ସ୍ମାର୍ଟଫୋନ, ଇଲେକ୍ଟ୍ରୋନିକ୍ସ, ଫ୍ୟାଶନ, ଘରୋଇ ଜିନିଷ ଏବଂ ଅନେକ ସାରା ଆକର୍ଷଣୀୟ ରିହାତି ମିଳିବ । ଏହି ସେଲ ସମୟରେ ଯେଉଁ ୟୁଜର୍ସ .. ଏବଂ ..ରେ ପେମେଣ୍ଟ କରିବେ, ସେମାନଙ୍କୁ ପ୍ରତି ଜିନିଷରେ ଇଏମଆଇ ଉପରେ ୧୦ ପ୍ରତିଶତର ଇନଷ୍ଟାଣ୍ଟ ଡିସକାଉଣ୍ଟ ମିଳିବ ।
Trending
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
- ରାତାରାତି ବଢିଗଲା ଆଳୁ-ପିଆଜ ଦର
- ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
- ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
- ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
- ମନ୍ କି ବାତ୍ କାର୍ଯ୍ୟକ୍ରମର ୧୨୭ତମ ଏପିସୋଡ୍ , ଛଟ୍ ପର୍ବର ଗୁରୁତ୍ୱ ବୁଝାଇଛନ୍ତି ପ୍ରଧାନମନ୍ତ୍ରୀ
- ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ, ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ
Prev Post
Next Post