ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଅମ୍ବାନୀ ପରିବାରର ୩ ଉତ୍ତରାଧିକାରୀ କୌଣସି ପାଉଣା ନେବେନାହିଁ। ପୂର୍ବରୁ ଚେୟାରମ୍ୟାନ୍ ମୁକେଶ ଅମ୍ବାନୀ ୨୦୨୦-୨୧ ଆର୍ଥିକ ବର୍ଷରୁ କମ୍ପାନୀରୁ କୌଣସି ଦରମା ନେଉନାହାନ୍ତି। ଏବେ ତାଙ୍କ ଦୁଇ ପୁଅ ଆକାଶ-ଅନନ୍ତ ଏବଂ ଝିଅ ଈଶା କମ୍ପାନୀର ନିର୍ଦ୍ଦେଶକ ହୋଇଥିଲେ ହେଁ ଦରମା ନେବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ସେମାନଙ୍କୁ କେବଳ ନିର୍ଦ୍ଦେଶକ ଏବଂ ସମିତି ବୈଠକରେ ସାମିଲ ହେବା ଲାଗି ପାଉଣା ମିଳିବ। କମ୍ପାନୀ ପକ୍ଷରୁ ତାଙ୍କ ନିଯୁକ୍ତି ଉପରେ ଶେୟାରଧାରୀଙ୍କ ମଞ୍ଜୁରି ନେବା ଲାଗି ରଖାଯାଇଥିବା ପ୍ରସ୍ତାବରେ ଏହି ସୂଚନା ଦିଆଯାଇଛି। ତେବେ ଅମ୍ବାନୀଙ୍କ ତିନି ପିଲାଙ୍କୁ ନିର୍ଦ୍ଦେଶକ ବୋର୍ଡରେ ସାମିଲ କରାଯିବା ନେଇ ଅଗଷ୍ଟରେ ଘୋଷଣା କରାଯାଇଥିଲା।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post