ଭାରତୀୟ ରିଜର୍ଭ ବ୍ୟାଙ୍କ ବ୍ୟାଙ୍କ ଅଫ୍ ବରୋଦା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହାର ମୋବାଇଲ ଆପ୍ ‘ବିଓବି ଓ୍ବାଲର୍ଡ’ ଜରିଆରେ ନୂଆ ଗ୍ରାହକଙ୍କୁ ଯୋଡ଼ିବା ଉପରେ ଆର୍ବିଆଇ ରୋକ ଲଗାଇଛି। ଆର୍ବିଆଇ ଗ୍ରାହକଙ୍କୁ ଏହି ଆପ୍ଲିକେଶନରେ ସାମିଲ କରିବାର ପଦ୍ଧତିକୁ ନେଇ ଚିନ୍ତା ପ୍ରକାଶ କରି ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।୧୯୪୯ର ଧାରା ୩୫ଏ ଅନୁଯାୟୀ ନିଜର ଅଧିକାର ପ୍ରୟୋଗ କରି ‘ବିଓବି ଓ୍ବାର୍ଲଡ୍’ଆପ୍ ଉପରେ ତତ୍କାଳ ପ୍ରଭାବ ସହ ରୋକ ଲଗାଇବାକୁ ଆର୍ବିଆଇ ନିର୍ଦ୍ଦେଶ ଦେଇଛି। ଏହାଦ୍ୱାରା ଯେଭଳି ପୂର୍ବ ଗ୍ରାହକମାନେ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି ତାହା ସୁନିଶ୍ଚିତ କରିବାକୁ ମଧ୍ୟ ବ୍ୟାଙ୍କ ପକ୍ଷରୁ କୁହାଯାଇଛି। ତେବେ ଆର୍ବିଆଇର ଏଭଳି ଆକ୍ସନ ପରେ ବୁଧବାର ବିଓବିର ଶେୟାର କମୁଥିବା ନଜର ଆସିଛି।
Trending
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
Prev Post