ପ୍ରଥମ ଥର ଭାରତୀୟ ଷ୍ଟକ୍ ମାର୍କେ ହଂକଂକୁ ପଛରେ ପକାଇ ଦେଇଛି । ବ୍ଲୁମବର୍ଗ ତଥ୍ୟ ଅନୁଯାୟୀ ଭାରତୀୟ ଏକ୍ସଚେଞ୍ଜରେ ତାଲିକାଭୁକ୍ତ ଷ୍ଟକଗୁଡିକର ମିଳିତ ମୂଲ୍ୟ ସୋମବାର ୪.୩୩ ଟ୍ରିଲିୟନ ଡଲାରରେ ପହଞ୍ଚିଛି । ଯେତେବେଳେ କି, ହଂକଂ ପାଇଁ ଏହି ସଂଖ୍ୟା ୪.୨୯ ଟ୍ରିଲିୟନ୍ ଥିଲା । ଏହା ସହିତ ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଇକ୍ୱିଟି ବଜାରରେ ପରିଣତ ହୋଇଛି ।ଘରୋଇ ବଜାରର ବଜାର କ୍ୟାପ୍ ଡିସେମ୍ବର ୫ ରେ ପ୍ରଥମ ଥର ପାଇଁ ୪ ଟ୍ରିଲିୟନ ଡଲାର ଅତିକ୍ରମ କରିଛି । ଏଥିରୁ ଗତ ଚାରି ବର୍ଷରେ ପ୍ରାୟ ୨ ଟ୍ରିଲିୟନ ଡଲାର ଆସିଥିଲା । ଦ୍ରୁତ ଗତିରେ ବଢ଼ୁଥିବା ଖୁଚୁରା ନିବେଶକାରୀ ଆଧାର ଏବଂ ଦୃଢ଼ କର୍ପୋରେଟ୍ ରୋଜଗାର ହେତୁ ଭାରତରେ ଇକ୍ୱିଟି ଦ୍ରୁତ ଗତିରେ ବୃଦ୍ଧି ପାଉଛି । ଦୁନିଆର ସବୁଠାରୁ ଜନବହୁଳ ଦେଶ ଚୀନର ବିକଳ୍ପ ଭାବରେ ନିଜକୁ ସ୍ଥାପିତ କରିଛି । ଭାରତୀୟ ବଜାର ବର୍ତ୍ତମାନ ବିଶ୍ୱର ନିବେଶକ ଏବଂ କମ୍ପାନୀଗୁଡିକରୁ ନୂଆ ପୁଞ୍ଜି ଆକର୍ଷିତ କରୁଛି ।
Trending
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
- ଆଜି ପବିତ୍ର ଦୋଳପୂର୍ଣ୍ଣିମା,ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି କାନ୍ତି ଅନୁଷ୍ଠିତ
Prev Post
Next Post