ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୭୨ (୭୧.୭୭) ପଏଣ୍ଟ କମି ୮୨,୮୯୧ (୮୨,୮୯୦.୯୪) ଅଙ୍କରେ କାରବାର ବନ୍ଦ କରିଥିଲା।ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ) ର ନିଫ୍ଟି-୫୦ ରେ ମଧ୍ୟ ୩୨ (୩୨.୪୦) ପଏଣ୍ଟ ହ୍ରାସ ଘଟି ୨୫,୩୫୬ (୨୫,୩୫୬.୫୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post