ସପ୍ତାହର ପ୍ରଥମ ବାଣିଜ୍ୟ ଦିନ ଏବଂ ମୌସୁମୀ ଅଧିବେଶନ ଆରମ୍ଭ, ସେପଟେ କେନ୍ଦ୍ର ବଜେଟ ମଧ୍ୟ ଆସିବାକୁ ଯାଉଛି। ଏହି ଅବସରରେ ବ୍ୟାଙ୍କ ନିଫ୍ଟି ସମେତ ଆଇଟି ଏବଂ ଅଟୋ ଷ୍ଟକ୍ରେ ହ୍ରାସ ପାଇଛି।ସଂସଦରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅପରାହ୍ନ ୧ ଟାରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରିବେ। ଏହାପରେ ରାଜ୍ୟସଭାରେ ସର୍ଭେ ରିପୋର୍ଟ ଉପସ୍ଥାପନ କରିବାର ସମୟ ଅପରାହ୍ନ ୨ ଟାରେ ରଖାଯାଇଛି।ବିଏସଇ’ର ସୁଚକାଙ୍କ ୧୯୫.୭୫ ପଏଣ୍ଟ କିମ୍ବା ୦.୨୪ ପ୍ରତିଶତ ହ୍ରାସ ସହିତ ୮୦,୪୦୮ ରେ ଖୋଲିଥିବା ବେଳେ ଏନଏସଇ’ର ନିଫ୍ଟି ୨୪,୪୪୫ ରେ ୮୫.୧୫ ପଏଣ୍ଟ କିମ୍ବା ୦.୩୫ ପ୍ରତିଶତ ହ୍ରାସ ସହିତ ଖୋଲିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ