ଇରାନ ଇସ୍ରାଏଲର ଅନେକ ସ୍ଥାନକୁ ଡ୍ରୋନ୍ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରିଥିବାରୁ ସମଗ୍ର ବିଶ୍ୱରେ ଉତ୍ତେଜନା ବୃଦ୍ଧି ପାଇଛି। ଏଥି ସହିତ, ଆଗାମୀ ସମୟ ବହୁତ କଷ୍ଟସାଧ୍ୟ ହେବ ବୋଲି କୁହାଯାଉଛି। ବିଶେଷକରି ଅଶୋଧିତ ତୈଳ ମୂଲ୍ୟ ଏବଂ ମୁଦ୍ରାସ୍ଫୀତିର ବ୍ୟାପକ ବୃଦ୍ଧି ହେବାର ସମ୍ଭାବନା ଅଛି। ଯେଉଁଥିପାଇଁ ଷ୍ଟକ୍ ମାର୍କେଟରେ ମଧ୍ୟ ବହୁତ ହ୍ରାସ ଘଟିଛି।ଶୁକ୍ରବାର ଷ୍ଟକ୍ ମାର୍କେଟ୍ ୧ ପ୍ରତିଶତ ହ୍ରାସ ପରେ ସୋମବାର ବଜାର ଖୋଲିବା ମାତ୍ରେ ସେନସେକ୍ସ ଏବଂ ନିଫ୍ଟିରେ ଏକ ବଡ଼ ହ୍ରାସ ହୋଇଥିଲା ଏବଂ ସେନସେକ୍ସ ୯୦୦ ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୩,୩୧୫.୧୬ ରେ ଖୋଲିଥିଲାବେଳେ ନିଫ୍ଟି ୨୨,୩୩୯.୦୫ ରେ ଖୋଲିଥିଲା ଏବଂ ୩୦୦ ପଏଣ୍ଟରୁ ଅଧିକ ଅଧିକ ହ୍ରାସ ପାଇଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post