ଆଜି ସେମାନେ ସେୟାର କିଣିବା ଉପରେ ମନୋନିବେଶ କରିବାରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୮୭୪ ପଏଣ୍ଟ ବୃଦ୍ଧି ପାଇ ୭୯,୪୬୮ ପଏଣ୍ଟରେ ବନ୍ଦ ହୋଇଛି। ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ୍ର ନିଫ୍ଟି ମଧ୍ୟ ୩୦୫ ପଏଣ୍ଟ ବୃଦ୍ଧି ପାଇ ୨୪,୨୯୭ ପଏଣ୍ଟରେ ବନ୍ଦ ହୋଇଛି। ଆଜି ସେନ୍ସେକ୍ସରେ ଘଟିଥିବା ବୃଦ୍ଧି ପ୍ରଭାବରେ ନିବେଶକମାନେ ପ୍ରାୟ ୯ ଲକ୍ଷ କୋଟି ଟଙ୍କାର ଲାଭ ପାଇଛନ୍ତି। ବମ୍ବେ ଷ୍ଟକ୍ ବଜାରରେ ତାଲିକାଭୁକ୍ତ ଥିବା କମ୍ପାନିଗୁଡ଼ିକର ମୋଟ୍ ବଜାର ପୁଞ୍ଜି ପରିମାଣ ୪୪୮.୬୬ କୋଟି ଟଙ୍କାରେ ପହଞ୍ଚିଛି। ଏହାର ପୂର୍ବରୁ ସେନ୍ସେକ୍ସରେ ଘଟିଥିବା ହ୍ରାସରେ ଭାରତର ନିବେଶକମାନେ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କା ହରାଇଥିଲେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post