ଲୋକସଭା ନିର୍ବାଚନ ଫଳାଫଳ ଆସିବା ଆରମ୍ଭ କରିଛି। ପ୍ରାରମ୍ବିକ ଧାରାରେ ବିଜେପି ନେତୃତ୍ବାଧୀନ ଏନଡିଏ ପଛରେ ଥିବାରୁ ଷ୍ଟକ୍ ମାର୍କେଟରେ ମଧ୍ୟ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ମଙ୍ଗଳବାର ବଜାର ଖୋଲିବା ମାତ୍ରେ ସେନସେକ୍ସ ୨,୦୦୦ ପଏଣ୍ଟ ଏବଂ ନିଫ୍ଟ ପ୍ରାୟ ୬୦୦ ପଏଣ୍ଟ ହ୍ରାସ ପାଇଛି। ସମ୍ପ୍ରତି ସେନ୍ସେକ୍ସ ୭୪,୦୦୦ ରେ ରହିଯାଇଛି । ଯେତେବେଳେ କି ନିଫ୍ଟି ୨୨,୬୦୦ରେ ରହିଛି।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ