ବାର୍ଦ୍ଧକ୍ୟରେ ସବୁଠାରୁ ବଡ ସାହାରା ହୋଇଥାଏ ପେନସନ୍ । କିନ୍ତୁ ଏହା ସେତେବେଳେ ମିଳିବ ଯେତେବେଳେ ବ୍ୟକ୍ତି ନିଜର ସଞ୍ଚୟକୁ ଉପଯୁକ୍ତ ଯାଗାରେ ନିବେଶ କରିଥିବ । ଏପରି ସ୍ଥିତିରେ ଦେଶର ଅସଙ୍ଗଠିତ କ୍ଷେତ୍ରରେ କାମ କରୁଥିବା ଲୋକଙ୍କୁ ବାର୍ଦ୍ଧକ୍ୟ ସମୟରେ ଆର୍ଥିକ ସହାୟତା ପହଞ୍ଚାଇବା ଲାଗି ମୋଦି ସରକାର ୨୦୧୫ରେ ଅଟଳ ପେନସନ ଯୋଜନା ଆରମ୍ଭ କରିଥିଲେ ।ଦେଶର କୌଣସି ବି ନାଗରିକ ଏହି ଯୋଜନାରେ ନିବେଶ କରିପାରିବେ । ଏହି ପେନସନ ଯୋଜନାରେ ଆପଣ ପ୍ରତିଦିନ କେବଳ ୭ ଟଙ୍କା ବିନିଯୋଗ କରି ୬୦ ବର୍ଷ ପରେ ୫୦୦୦ଟଙ୍କା ମାସିକ ପେନସନ୍ ପାଇପାରିବେ । ତେବେ ଆସନ୍ତୁ ଜାଣିବା ଏଥିପାଇଁ କଣ କରିବାକୁ ହେବ ଆପଣଙ୍କୁ । ଯଦି ଆପଣଙ୍କୁ ବର୍ତ୍ତମାନ ୧୮ ବର୍ଷ ଏବଂ ଏହି ଯୋଜନାରେ ଆପଣ ପ୍ରତିଦିନ ୭ ଟଙ୍କା ନିବେଶ କରୁଛନ୍ତି ତାହେଲେ ୬୦ ବର୍ଷ ପୂରଣ ହେବା ପରେ ଆପଣଙ୍କୁ ୫,୦୦୦ଟଙ୍କା ପେନସନ ମିଳିବ । କିନ୍ତୁ ଆପଣଙ୍କ ବୟସ ସହିତ ଆପଣଙ୍କ ନିବେଶ ରାଶି ବଦଳିଯିବ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post