Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Astrology/Vastu
Study of the movements of the planets, sun, moon, and stars in the belief that these movements can have an influence on people’s lives
ଏହି ମାସରେ ଅନେକ ଶକ୍ତିିଶାଳୀ ଗ୍ରହ ରାଶି ପରିବର୍ତ୍ତନ କରିବେ
ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ୨୦୨୫ ମାସ ଖୁବ୍ ଖାସ୍ ବୋଲି କୁହାଯାଉଛି । କାରଣ ଏହି ମାସରେ ଅନେକ ଶକ୍ତିିଶାଳୀ ଗ୍ରହ ରାଶି ପରିବର୍ତ୍ତନ କରିବେ । ମାର୍ଚ୍ଚରେ ୬ ଗ୍ରହ ମୀନ ରାଶିରେ ଏକାଠି ଚଳନ କରିବା ଦ୍ୱାରା ଦୁର୍ଲ୍ଲଭ ସଂଯୋଗ ହେବାକୁ ଯାଉଛି ।
ରାହୁ, ଶୁକ୍ର, ମୀନ ରାଶିରେ…
ଆଜିର ରାଶିଫଳ
ମେଷ:-ଚାକିରିଜୀବୀଙ୍କ ଲାଗି ଅଫିସ କାମରେ ଯାତ୍ରା ଯୋଗ ଅଛି। ଛାତ୍ରଛାତ୍ରୀଙ୍କର ଆତ୍ମବିଶ୍ବାସ ଉଚ୍ଚା ରହିବ। ପ୍ରେମୀ ଯୁଗଳ ନିଜର ସମ୍ବନ୍ଧକୁ ଆହୁରି ମଜଭୁତ କରିବା ଲାଗି ସାଥିରେ ସମୟ କଟାଇବେ।
ବୃଷ:-କଠିନ ପରିଶ୍ରମର ଭଲ ଫଳ ଆପଣଙ୍କୁ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ରହିବ।…
ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଖୁବ୍ ଶୁଭ ଏବର୍ଷର ଶିବରାତ୍ରୀ
ମହାଶିବରାତ୍ରୀ ହିନ୍ଦୁ ପରମ୍ପରାର ବଡ ପର୍ବ। ଏହି ପର୍ବ ଚର୍ତୁଦଶୀ ତିଥିରେ ପାଳନ କରାଯାଏ। ମାନ୍ୟତା ଅନୁଯାୟୀ,ଏହି ଦିନ ଭଗବାନ ଶିବ ଓ ମା’ପାର୍ବତୀଙ୍କ ବିବାହ ହୋଇଥିଲା। ଚଳିତ ବର୍ଷର ମହାଶିବରାତ୍ରୀ ୨୬ ଫେବୃଆରୀ ବୁଧବାର ପାଳନ କରାଯିବ। ଏହି ଦିନ ପ୍ରଭୁ ଶିବ ଶଙ୍କରଙ୍କ ଆରାଧନା ପାଇଁ…
ରାଶିଫଳ: ପରିବାରରେ ସ୍ଥିତି ଠିକ୍ ରହିବ
ମେଷ: ଦୀର୍ଘ ଦନରୁ ଭାବିଥିବା କାମ ପୂରା ହୋଇଯିବ। କୌଣସି ମହତ୍ବପୂର୍ଣ୍ଣ କାର୍ଯ୍ୟରେ ଜୀବନସାଥୀର ସହଯୋଗ ପାଇବେ। ଯେଉଁ ମହିଳାମାନେ ଅନଲାଇନି ବ୍ୟବସାୟ କରିବାକୁ ଭାବୁଛନ୍ତି ସେମାନଙ୍କ ଲାଗି ଦିନଟି ଭଲ। ପରିବାରରେ ସ୍ଥିତି ଠିକ୍ ରହିବ
ବୃଷ: ମହିଳା ବ୍ୟବସାୟୀଙ୍କ ପାଇଁ ଲାଭ ଯୋଗ…
ଆଜି ଏମିତି କଟିବ ଆପଣଙ୍କର ଦିନ
ମେଷ : ଆଜି ବନ୍ଧୁ ସମ୍ପର୍କ ମଧ୍ୟରେ ବୈବାହିକ ସମ୍ବନ୍ଧ କିମ୍ବା ବ୍ୟବସାୟିକ ଅଂଶୀଦାର ସମ୍ପର୍କିତ ଆଲୋଚନା କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମ ଅଟକିଯାଇପାରେ। ସାହିତ୍ୟ, ସଂସ୍କୃତି, କଳା, କ୍ରୀଡ଼ା ଏବଂ ମନୋରଞ୍ଜନ…
ଜାଣନ୍ତୁ ଆଜିର ରାଶିଫଳ
ମେଷ : ଆଜି ଦିନଟିରେ ଅର୍ଥଲାଭ ସହ କିଛି ପୁରୁଣା କଥା ଓ ନୂଆ କାମକୁ ନେଇ ବ୍ୟସ୍ତ ରହିବେ। ପ୍ରତ୍ୟେକ ସ୍ତରରେ ଆମତ୍ୀୟଙ୍କ ପ୍ରତି ସହାନୁଭୂତି ପ୍ରଦର୍ଶନ କରି ଚର୍ଚ୍ଚିତ ହେବେ। ଧର୍ମକାର୍ଯ୍ୟ, ସଭାସମିତି, ରାଜନୀତି, ପ୍ରଶାସନ, ସାମ୍ବାଦିକତା ତଥା ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ।…
ଜାଣନ୍ତୁ ଆଜି କେଉଁ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ?
ମେଷ : ଆଜି ପଡ଼ୋଶୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର କାରଣ ହୋଇପାରେ। ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍କଲେ ସଫଳତା ମିଳିବ। କର୍ମକ୍ଷେତ୍ରର ଅସଜଡ଼ା ପରିସ୍ଥିତି ଆପଣଙ୍କୁ ଅତ୍ୟଧିକ ଦାୟିତ୍ୱ ନେବାକୁ ବାଧ୍ୟକରିବ। ପରିବାର ମଧ୍ୟରେ ପିଲାଙ୍କ କାର୍ଯ୍ୟକଳାପ ଆପଣଙ୍କୁ…
ଆଜିର ରାଶିଫଳ
ମେଷ: କାର୍ଯ୍ୟକ୍ଷେତ୍ରରେ କତୃପକ୍ଷଙ୍କ ଠାରୁ ଆପଣଙ୍କୁ ପ୍ରୋତ୍ସାହନ ମିଳିବ। ନୂଆ ଚାକିରିର ଡ଼ାକରା ଆସିପାରେ। ନିଜର ସମସ୍ୟାକୁ ସାଙ୍ଗ ବା ବନ୍ଧୁଙ୍କୁ କହିବେ। ପାରିବାରିକ ଜୀବନ ସୁଖଦ ରହିବ।
ବୃଷ: ଘରର ପରିବେଶ ଅତି ପ୍ରସନ୍ନ ରହିବ। ପରିବାର ଲୋକଙ୍କର ଆପଣଙ୍କ ପ୍ରତି ବିଶ୍ବାସ…
ଆଜିର ରାଶିଫଳ
ମେଷ: ମନକଥା ମନରେ ରଖନ୍ତୁ। ଅଫିସରେ ବାତାବରଣ ଟିକେ ଅଲଗା ହେବ। ଭାବିଚିନ୍ତି ବଡ଼ ନିଷ୍ପତ୍ତି ନିଅନ୍ତୁ। ସିନେ କଳାକାରଙ୍କ ଲାଗି ଭଲ ଦିନଟିଏ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ।
ବୃଷ: ପାରିବାରିକ କାମ କରିବା ଲାଗି ଘର ଲୋକଙ୍କ ସହଯୋଗ ପାଇବେ। ଜମି କିଣିବା ଲୋକଙ୍କୁ ଲାଭ ହେବ। କଠିନ…
ଆଜିର ରାଶିଫଳ
ମେଷ: ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। କାମକୁ ଭଲ ଦିଶା ଦେବାକୁ ଚେଷ୍ଟା କରିବେ। ପ୍ରିୟଜନଙ୍କ ସହିତ ଜିନିଷ କିଣିବାକୁ ଯିବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ।
ବୃଷ: ଚାକିରିଜୀବୀଙ୍କୁ ମନ ମୁତାବକ ପ୍ରୋଜେକ୍ଟ ମିଳିବା ଯୋଗୁଁ ପ୍ରସନ୍ନତା ହେବ।…