Trending
- ୪୨ ଗୋଟି ତୁମ୍ବ ମଧ୍ୟରୁ ୨୧ଟି ତୁମ୍ବ ଯୋଗାଇଲେ କରତି ସେବକ
- ୩୦ କୁନି କୁନି ପିଲାଙ୍କୁ ଏକ ବଡ଼ ବିପତ୍ତି ରୁ ରକ୍ଷା କରିବାକୁ ଯାଇ ନିଜକୁ ବଳି ପକାଇ ଦେଲା କାଳୀ , ସମସ୍ତଙ୍କୁ ଆଖିରେ ଲୁଖ
- ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର
- ଆପ ଛାଡ଼ି ବିଜେପିରେ ମିଶିଲେ ରାଘବ ଚଢାଙ୍କ ସହ ସାଂସଦ ସନ୍ଦୀପ ପାଠକ ଏବଂ ଅଶୋକ ମିତ୍ତଲ
- ସେନ୍ସେକ୍ସ ୯୮୨ ପଏଣ୍ଟ୍ ହ୍ରାସ ପାଇ ୭୬,୬୮୧.୨୯ ପଏଣ୍ଟ୍ରେ ବନ୍ଦ ହୋଇଛି
- ମେ ମାସ ଶେଷ ସପ୍ତାହ ସୁଦ୍ଧା ଉପକୂଳ ଛୁଇଁବ ମୌସୁମୀ
- ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟି ଆରମ୍ଭ
- ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ,କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଘଟିଛି ଘଟଣା।
- ଏସ୍ସିବି ମେଡିକାଲ ବିଲ୍ଡିଙ୍ଗରୁ ଖସିଲା ସିଲିଂ,କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛି ପୂର୍ତ୍ତ ବିଭାଗ
- ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୩ଟା ଯାଏଁ ଜନଗଣନା କରିବେନି ଜନଗଣନା ଅଧିକାରୀ
Browsing Category
Astrology/Vastu
Study of the movements of the planets, sun, moon, and stars in the belief that these movements can have an influence on people’s lives
ଜାଣନ୍ତୁ କେଉଁ ରାଶିକୁ ଆଜି ଶୁଭଫଳ ମିଳିବ ?
ମେଷ : ରାହୁଦୃଷ୍ଟ ବକ୍ରୀ ମଙ୍ଗଳ ଆପଣଙ୍କୁ ବିଭିନ୍ନ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ କରିଦେବ। ଅଭାବ ରହିବ ନାହିଁ କିନ୍ତୁ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ସବୁ ସୁବିଧା ଥିଲେ ମଧ୍ୟ…
ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?
ମେଷ : ଆଜି ଉଚ୍ଚପଦାଧତ୍କାରୀଙ୍କ ନିର୍ଦ୍ଦେଶାନୁସାରେ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ନିୟୋଜିତ ହୋଇପାରନ୍ତି। କର୍ମ ଏକାଦଶାଧିପତି ଶନି ସ୍ବଗୃହସ୍ଥ ଯୋଗୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ସମସ୍ୟାର କାରଣ ହେବ। ବନ୍ଧୁ ସହଯୋଗର ପ୍ରତିଶ୍ରୁତି ଦେବେ। ଅତୀତ କଥାକୁ ଆଲୋଚନା କରି ପାରିବାରିକ…
ଜାଣନ୍ତୁ କେଉଁ ରାଶିରେ ଆଜି ପାରିବାରିକ ସମସ୍ୟା ଦୂରହେବ ?
ମେଷ : ଆଜି ଅଶ୍ୱିନୀ ନକ୍ଷତ୍ର ବୈଷୟିକ ସୁଖସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। କର୍ମସ୍ଥାନରେ ମାରକାଧିପତି ଥିବାରୁ ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ…
ଜାଣନ୍ତୁ କେଉଁ ରାଶିକୁ ଆଜି ସଫଳତା ମିଳିବ ?
ମେଷ : ରାଶ୍ୟାଧିପଙ୍କ ଦୁର୍ବଳତାଜନିତ ଶାରୀରିକ ଓ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। ସାମାନ୍ୟ ଥଣ୍ଡାଜନିତ ପୀଡାନୁଭବ କରିବା ସାଙ୍ଗକୁ ନୈରାଶ୍ୟ, ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ…
ଆଜିର ରାଶିଫଳ
କୁମ୍ଭ : ସ୍ବଗୃହୀ ଶନି ପ୍ରଭାବରୁ ସାହାଯ୍ୟ, ସହଯୋଗ ଲାଭ କରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିବେ। ପରିବାରର ଆବଶ୍ୟକତା ପୂରଣ ସକାଶେ ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ସଭାସମିତିରେ ନୀଚ ମନୋଭାବସମ୍ପନ୍ନ ବ୍ୟକ୍ତି ଦ୍ୱାରା…
ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?
ମେଷ : ଆଜି ଶାରୀରିକ ସୁସ୍ଥତା ସହ ବନ୍ଧୁଙ୍କ ସହାନୁଭୂତି ପାଇବା ଯୋଗୁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ ଓ…
ଜାଣନ୍ତୁ ଆଜିର ରାଶିଫଳ
ମେଷ : ଆଜି ସପ୍ତମ ଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟଗୁଡ଼ିକ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କୁ ଧାର କରଜ ଦେଇ ମନସ୍ତାପ କରିପାରନ୍ତି। ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ…
ଜାଣନ୍ତୁ ଆଜିର ରାଶିଫଳ
ମେଷ : ଆଜି ମଙ୍ଗଳଙ୍କ ଦୃଷ୍ଟିରେ ଚନ୍ଦ୍ର ରହୁଥିବାରୁ ଯେମିତି ଭାବୁଥିବେ ତାହା ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ଆପଣଙ୍କ କାମରେ ଯୋଗଦେବା ପାଇଁ ଘରକୁ ବନ୍ଧୁମାନେ ଆସିପାରନ୍ତି। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ…
ଜାଣନ୍ତୁ କେଉଁ ରାଶିକୁ ଆଜି ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ ?
ମେଷ : ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ସହଯୋଗ ପାଇ ସ୍ଥଗିତ କାମ ସମ୍ପନ୍ନ ହେବ। ଘରୋଇ କ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି…
ଆଜିର ରାଶିଫଳ
ମେଷ: ଅଫିସରେ ସମସ୍ତଙ୍କର ସହଯୋଗ ପାଇବେ। ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ। କୌଣସି ବନ୍ଧୁ ସହିତ ବସି ଭବିଷ୍ୟତ ଯୋଜନା ଉପରେ ବିଚାର ବିମର୍ଶ କରିବେ। ଜମି କିଣିବା ଯୋଗ ଅଛି।
ବୃଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। କାର୍ଯ୍ୟକ୍ଷେତ୍ରରେ ପୂର୍ବ…