Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Browsing Category
Astrology/Vastu
Study of the movements of the planets, sun, moon, and stars in the belief that these movements can have an influence on people’s lives
ରାଶିଫଳ
ମେଷ: ଲୋକମାନଙ୍କର ବିଶ୍ବାସ ଆପଣଙ୍କ ଉପରେ ବଜାୟ ରହିବ। ଅଧୁରା ଥିବା ସରକାରୀ କାମ ପୂରା ହୋଇଯିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ନିଜ ସମ୍ବନ୍ଧର କଥା ଘର ଲୋକଙ୍କୁ କହିବେ।
ବୃଷ: ଅଫିସରେ ଅଧୁରା ଥିବା ସଂପୂର୍ଣ୍ଣ କରିପାରିବେ। ଆପଣଙ୍କ ସାଥୀରେ କାମ କରୁଥିବା ଲୋକଙ୍କର ସାହାଯ୍ୟ…
ଆଜିର ରାଶିଫଳ
ମେଷ: ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ବ୍ୟବସାୟ ବଢ଼ାଇବା ଲାଗି ଆପଣଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। ପଡ଼ୋଶୀ କୌଣସି ପ୍ରକାର ସହାୟତା ମାଗିବେ। ରାଜନୀତିରେ ସଫଳତା ପାଇବେ।
ବୃଷ: ଅଫିସରେ କୌଣସି ସହକର୍ମୀଙ୍କ ସହିତ ବନ୍ଧୁତା ହେବ। ନିଜର ବାଣୀ ଉପରେ ସଂଯମ ରଖନ୍ତୁ। ଛାତ୍ରଛାତ୍ରୀଙ୍କ…
ଆଜିର ରାଶିଫଳ
ମେଷ: ବନ୍ଧୁ ପରାମର୍ଶ ନେଇ ବ୍ୟବସାୟ ଆରମ୍ଭ କରିବା ପାଇଁ ସ୍ଥିର କରିବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ପରିବାରର ଝିଅଙ୍କୁ ବଡ଼ ସଫଳତା ମିଳିବ।
ବୃଷ: ଜମି ବ୍ୟବସାୟୀ ବଡ଼ ସଉଦା କରିବେ। ରାଜନୀତି କ୍ଷେତ୍ରରେ ନୂଆ ଲୋକଙ୍କ ସହିତ ସମ୍ପର୍କ ହେବ। କର୍ତ୍ତୃପକ୍ଷ ଦେଇଥିବା ଲକ୍ଷ୍ୟକୁ…
ଆଜିର ରାଶିଫଳ
ମେଷ: ଆପଣଙ୍କର ପ୍ରସିଦ୍ଧି ସୁଦୂରପ୍ରସାରୀ ହେବ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। କୌଣସି ପୁରୁଣା ଜିନିଷ ଆପଣଙ୍କ ହାତକୁ ଆସିବ, ଯାହା ଆପଣ ଖୁସି ଦେବ।
ବୃଷ: ପାରିବାରିକ ସମସ୍ୟାର ସମାଧାନ କରିନେବେ। ବ୍ୟବସାୟ ଆଗକୁ ବଢ଼ାଇବାର ଯୋଜନା ଲାଭଦାୟକ ହେବ। ଚାକିରିଆଙ୍କର…
ଆଜିର ରାଶିଫଳ
ମେଷ: ଦିନଟି ପୂର୍ବ ଅପେକ୍ଷା ଭଲ ହେବ। ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କର ଭଲ ଆୟ ହେବ। କାମ ପାଇଁ ପୁରସ୍କାର ମିଳିପାରେ। ଘର କାମରେ ପରିବାରର ସହଯୋଗ ପାଇବେ।
ବୃଷ: ଅକାରଣରେ ଆରମ୍ଭ ହୋଇଥିବା ବାଧା ଆପେ ଆପେ ଅନ୍ତ ହୋଇଯିବ। ବ୍ୟାବସାୟିକ ସମ୍ମିଳନୀରେ ଆପଣଙ୍କ କଥା ରଖିବେ।…
ରାଶିଫଳ
ମେଷ: ପାରିବାରିକ ଅଶାନ୍ତିରୁ ମୁକ୍ତି ପାଇବେ। ଆପଣଙ୍କ କାମ ନେଇ କର୍ତ୍ତୃପକ୍ଷ ଖୁସି ରହିବେ। ଜୀବନସାଥୀ ଆପଣଙ୍କୁ ଖୁସି ହେବାର କାରଣ ଦେବେ। ଛାତ୍ରଛାତ୍ରୀ ମନ ଚାହୁଁଥିବା ବିଷୟରେ ଭଲ ପ୍ରଦର୍ଶନ କରିବେ।
ବୃଷ: ବେପାରୀଙ୍କୁ ଲାଭ ମିଳିବ। ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନେବେ। ଦାମ୍ପତ୍ୟ…
ଆଜିର ରାଶିଫଳ
ମେଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗକୁ ଢଳି ରହିବ। କୌଣସି ପାଖଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିବେ। ଭଲ ଉଦ୍ୟୋଗରୁ ସାକ୍ଷାତକାର ପାଇଁ ଖବର ଆସିବ।
ବୃଷ: ଅଫିସରେ ଅଧିକ ସମୟ କାମ କରନ୍ତୁ, ଅଧୁରା କାମ ପୂରା ହୋଇଯିବ। ଦାମ୍ପତ୍ୟ ଜୀବନରେ ଭଲ ବୁଝାମଣା ରହିବ। ଭାବିଚିନ୍ତି ଖର୍ଚ୍ଚ…
ରାଶିଫଳ
ମେଷ: ପରିବାର ଲୋକଙ୍କର ପରାମର୍ଶ ଉପାଦେୟ ସାବ୍ୟସ୍ତ ହେବ। ସୁଖ ସୁବିଧା ବୃଦ୍ଧି ହେବ। ଅଫିସରେ ବଡ଼ ଅଧିକାରୀଙ୍କ ସହ ମହତ୍ତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିବେ।
ବୃଷ: ବକେୟା ଧନ ପାଇବେ। ସାମାଜିକ କାର୍ଯ୍ୟରେ ସହଯୋଗ ଦେବା ପାଇଁ ଚିନ୍ତା କରିବେ। ବ୍ୟବସାୟରେ ଯୋଜନା ଅନୁଯାୟୀ କାମ…
ରାଶିଫଳ
ମେଷ: ନୂଆ କାମ ଆରମ୍ଭ କରନ୍ତୁ, ଯଥେଷ୍ଟ ଲାଭ ହେବ। ନିକଟ ସଂପର୍କୀୟ ଆପଣଙ୍କୁ ଭଲ ପରାମର୍ଶ ଦେବେ। ନବବିବାହିତ ଜୀବନସାଥୀଙ୍କ ସହ ଭଲ ସମୟ କାଟିବେ।
ବୃଷ: ଲୋକମାନଙ୍କ ସହ ଅଯଥା କଥାରେ ସମୟ ନଷ୍ଟ କରନ୍ତୁ ନାହିଁ। ନିଜ କାମରେ ମନ ଦିଅନ୍ତୁ। ଚାକିରିଆଙ୍କ ଲାଗି ଦିନଟି ଭଲ। ପଦୋନ୍ନତିର…
ରାଶିଫଳ
ମେଷ: ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ସାମାଜିକ କାର୍ଯ୍ୟ କରିବା ଲାଗି ଆପଣଙ୍କର ଆଗ୍ରହ ବଢ଼ିବ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ।
ବୃଷ: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଅଫିସରେ ଆପଣଙ୍କୁ କୌଣସି ନୂଆ କାମ ମିଳିବ। ପରିବାରରେ…