Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Business
All business-related news will news will upload
ରେଳ ବଜେଟରେ ଓଡ଼ିଶାକୁ ଅନୁଦାନ ନେଇ ରେଳ ମନ୍ତ୍ରୀଙ୍କ ସୂଚନା
ରେଳ ବଜେଟରେ ଓଡିଶାକୁ ମିଳିଲା ୧୦ହଜାର ୧୨ କୋଟି ଟଙ୍କା । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କହିଛନ୍ତି, ଚଳିତ ବର୍ଷଠାରୁ ରେଳ ପଥ ନିର୍ମାଣକୁ ବୃଦ୍ଧି କରାଯିବ । ଏହି ବର୍ଷ ୨୮୦ କିଲୋମିଟର ରେଳ ପଥ ନିର୍ମାଣ ହେବ । ଯାହା ରାଜ୍ୟ ସରକାର ମାଗିଥିଲେ, ତାହାଠୁ…
ହିଣ୍ଡେନବର୍ଗ ରିପୋର୍ଟ ଅଦାନି ଗ୍ରୁପକୁ ତଳିତଳାନ୍ତ କରିସାରିଲାଣି
ଆମେରିକୀୟ ସର୍ଟ ସେଲର ହିଣ୍ଡେନବର୍ଗ ରିପୋର୍ଟ ଅଦାନି ଗ୍ରୁପକୁ ତଳିତଳାନ୍ତ କରିସାରିଲାଣି । ଆଦାନି ଗ୍ରୁପ୍ କମ୍ପାନୀ ଗୁଡ଼ିକର ସେୟାର ମୂଲ୍ୟରେ ୪୩ ପ୍ରତିଶତ ହ୍ରାସ ଘଟିଥିବାରୁ ନିବେଶକମାନେ ହଜାର ହଜାର କୋଟି ଟଙ୍କା ହରାଇଲେଣି । ଏଥି ସହିତ କମ୍ପାନୀ ଗୁଡ଼ିକର ମିଳିତ ବଜାର ମୂଲ୍ୟ ୧୦ ହଜାର…
ଆଜି ସଂସଦରେ ବଜେଟ ୨୦୨୩-୨୪ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ନୂଆଦିଲ୍ଲୀ: ଆଜି ସଂସଦରେ ବଜେଟ ୨୦୨୩-୨୪ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟର ରୂପରେଖକୁ ନେଇ ଚାଲିଛି କଳ୍ପନାଜଳ୍ପନା। କେଉଁ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ । ମଧ୍ୟବିତ ପରିବାର ଉପରେ ବଢିବ କି ଚାପ । କରଦାତାଙ୍କ ପାଇଁ କଣ ରହିଛି ସ୍ବତନ୍ତ୍ର ବ୍ୟବସ୍ଥା । ଏହା…
ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆଜିଠୁ ଜନତା ମଇଦାନଠାରେ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ ହେବ । ଏହି ମେଳାରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା…
୯୭ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଉଠିଲା ଓଡ଼ିଶା ମିଲେଟ୍ର ସଫଳତାର କାହାଣୀ
ନୂଆଦିଲ୍ଲୀ: ଓଡ଼ିଶାର ମିଲେଟ୍ ମିଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା । ୯୭ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଉଠିଲା ଓଡ଼ିଶା ମିଲେଟ୍ର ସଫଳତାର କାହାଣୀ । ସୁନ୍ଦରଗଡ଼ର ଆଦିବାସୀ ଏସଏଚଜି ମହିଳାଙ୍କୁ ଭୂରି ଭୂରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ । ଦେଶବାସୀଙ୍କୁ ରାଜ୍ୟର…
୨୯ ଯାଏଁ ବରମୁଣ୍ଡା ପଡିଆରେ ଶିଶିର ସରସ ମେଳା
ଭୁବନେଶ୍ବର: ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଓରମାସ ଶିଶିର ସରସ ମେଳା । ଏହି ମେଳା ୨୯ ପର୍ଯ୍ୟନ୍ତ ବରମୁଣ୍ଡା ପଡ଼ିଆରେ ୩୫୦ ଷ୍ଟଲକୁ ନେଇ ଚାଲିବ । ପ୍ରତି ସନ୍ଧ୍ୟାରେ ଜମିବ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ । ଭୁବନେଶ୍ବର ୨୦୨୩ ହକି ବିଶ୍ବକପ୍ ସମୟରେ ରାଜଧାନୀବାସୀଙ୍କୁ ମନୋରଞ୍ଜନର ଆଉ…
ଆଇଟି ଉପରେ ଚଡ଼କ, ୨୦ହଜାର କର୍ମଚାରୀଙ୍କ ଛଟେଇ କରିବ ଆମାଜନ !
ଇ-କମର୍ସ କମ୍ପାନୀଗୁଡ଼ିକ ଉପରେ ଚଡ଼କ ପଡ଼ିଛି । କରୋନା ପରେ ବେପାର ମାନ୍ଦା ରହିଥିବାରୁ ଆମାଜନ ୨୦ ହଜାରରୁ ଅଧିକ କର୍ମଚାରୀଙ୍କର କରିପାରେ ଛଟେଇ ବୋଲି ଆଶଙ୍କା ପ୍ରକାଶ ପାଇଛି। କମ୍ପାନୀର ଅନେକ ବିଭାଗରେ ଛଟେଇ କରିବା ପାଇଁ ସର୍ଟଲିଷ୍ଟ କରାଯାଉଛି। ଏଥିରେ ଡିଷ୍ଟ୍ରିବ୍ୟୁସନ ସେଣ୍ଟର ,!-->…
ଅବକାରୀ ନୀତି ଉପରେ ‘ସିବିଆଇ’ ତଦନ୍ତ
ଦିଲ୍ଲୀ ମୁଖ୍ୟ ଶାସନ ସଚିବଙ୍କ ରିପୋର୍ଟକୁ ଆଧାର କରି ସିବିଆଇ ତଦନ୍ତ ହେବ କେଜ୍ରିୱାଲ୍ ସରକାରଙ୍କ ବିବାଦୀୟ ‘ଦିଲ୍ଲୀ ଅବକାରୀ ନୀତି । ‘ସିବିଆଇ’ ତଦନ୍ତ କରିବା ଲାଗି ଉପରାଜ୍ୟପାଳ ଭି.କେ. ସାକ୍ସେନା ଆଦେଶ ଦେଇଛନ୍ତି। ଏଥିରେ ଦୁର୍ନୀତି ହୋଇଥିବା କୁହାଯାଇଛି । ଉପମୁଖ୍ୟମନ୍ତ୍ରୀ ମନୀଷ!-->…
ବିଧାନସଭାରେ ଉଠିଲା ମୁଢ଼ି ପ୍ରସଙ୍ଗ
ଭୁବନେଶ୍ବର: ମୁଢ଼ି ଓ ଚୁଡ଼ାରେ ଜିଏସଟି ଲାଗିବା ପରେ ଏହି ଚର୍ଚା ଆଜି ବିଧାନସଭାରେ ହୋଇଛି । ରାଜ୍ୟରେ ସବୁ ବର୍ଗର ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ଚୁଡ଼ା, ମୁଢ଼ି ଓ ଖଇ ଉପରେ 5 ପ୍ରତିଶତ ଜିଏସଟି ଆଜିଠୁ ଲାଗୁ ହୋଇଛି । ପ୍ରଶ୍ନ କାଳରେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏହି ପ୍ରସଙ୍ଗ ଉଠାଇ!-->…
ଅର୍ଥନୀତିଜ୍ଞ ନିକୋଲାସ ଷ୍ଟର୍ନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲଣ୍ଡନ ସ୍କୁଲ ଅଫ୍ ଇକୋନୋମିକ୍ସର ଅର୍ଥନୀତି ପ୍ରଫେସର ଲର୍ଡ ନିକୋଲାସ ଷ୍ଟର୍ନଙ୍କୁ ଭେଟିଛନ୍ତି । ଉଭୟ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ । ଲର୍ଡ ନିକୋଲାସ ଷ୍ଟର୍ନଙ୍କ ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ଲର୍ଡ!-->…