Browsing Category

Business

All business-related news will news will upload

ବଦଳିବ ଚେହେରା, ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର

୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ବଦଳିବ ରୂପ, ରଂଗ,  । ବଦଳିବ ସହରର ଢ଼ାଞ୍ଚା ।  ବେପାର, ବଣିଜ, ଶିଳ୍ପ ବୃଦ୍ଧି ପାଇବ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱରକୁ ନେଇ ବଢିଛି ଉତ୍କଣ୍ଠା । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ…

ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି

ଆମେରିକାକୁ ଡାକସେବା ସମ୍ପୂର୍ଣ୍ଣ ଭାବେ ଭାରତୀୟ ଡାକ ବିଭାଗ ସ୍ଥଗିତ ରଖିଛି। ଚଳିତମାସ ୨୨ ତାରିଖରେ ଡାକ ବିଭାଗ ପକ୍ଷରୁ ୧୦୦ ଡଲାରରୁ ଅଧିକ ମୂଲ୍ୟର ସାମଗ୍ରୀକୁ ବାଦ୍‌ ଦେଇ ଅନ୍ୟ ପାର୍ସଲ ଜାରି ରହିବ ବୋଲି କୁହାଯାଇଥିଲା। କିନ୍ତୁ ଏବେ ସମସ୍ତ ପାର୍ସଲକୁ ସ୍ଥଗିତ ରଖାଯାଇଛି।ଫଳରେ ଏବେ…

ଓସିପିଏଲ୍‌କୁ ଓପିଜିସିରେ ମିଶ୍ରଣ ଯୋଜନା

ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ୍(ଓପିଜିସି) ବୋର୍ଡ ଓସିପିଏଲ୍‌ (ଓଡିଶା କୋଲ୍ ଏଣ୍ଡ୍‌ ପାୱାର ଲିମିଟେଡ୍)କୁ ନିଜ ସହିତ ମିଶ୍ରଣ କରିବା ପ୍ରସ୍ତାବକୁ ଗ୍ରହଣ କରିଛି। ଓସିପିଏଲ୍‌ରେ ଓପିଜିସିର ୫୧% ଅଂଶଧନ ଥିବାବେଳେ ରାଜ୍ୟ ସରକାରଙ୍କ ୪୯% ଅଂଶଧନ ରହିଛି। ଫଳରେ ଓପିଜିସି ବୋର୍ଡ ନିଜର…

ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲଗାଇଥିବା ୫୦% ଶୁଳ୍କ ପ୍ରଭାବରେ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ପ୍ରଥମ ଥର ୮୮ ଟଙ୍କା ସ୍ତର ଅତିକ୍ରମ କରିଛି। ଅର୍ଥାତ୍‌ ଗୋଟିଏ ଡଲାର କିଣିବା ଲାଗି ଭାରତୀୟ ମୁଦ୍ରାରେ ୮୮ ଟଙ୍କାରୁ ଅଧିକ ଗଣିବାକୁ ପଡ଼ୁଛି। ଏହା ଆମଦାନୀକାରୀ ଏବଂ…

ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କ ପ୍ରାୟ ୪୦% ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି କହିଛନ୍ତି ଯେ କେନ୍ଦ୍ର ସରକାର ଝୋଟ ବସ୍ତା ଉପରେ ବ୍ୟବହାର ଶୁଳ୍କକୁ ପ୍ରାୟ ୪୦% ବୃଦ୍ଧି କରିଛନ୍ତି, ଯାହା ଦେଶର ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକର ସରକାରମାନଙ୍କୁ ଆର୍ଥିକ ଆଶ୍ୱସ୍ତି…

୨୦୨୬ ସୁଦ୍ଧା ଆସିବ ଜିଓର ଆଇପିଓ

ରିଲାଏନ୍ସ ଗ୍ରୁପର ବାର୍ଷିକ ସାଧାରଣ ଅଧିବେଶନ ଅବସରରେ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଜିଓର ଆଇପିଓ ଆସନ୍ତା ବର୍ଷର ପ୍ରଥମାର୍ଦ୍ଧ ସୁଦ୍ଧା ଆସିବ। ଅର୍ଥାତ୍ ଜିଓରେ ଆସନ୍ତା ବର୍ଷ ସାଧାରଣ ନିବେଶକମାନେ ନିବେଶ କରିପାରିବେ ।…

ଆଜି ଠାରୁ ଭାରତ ଉପରେ ଆମେରିକାର ୫୦ ପ୍ରତିଶତ ଟାରିଫ୍‌ ଲାଗୁ

ଭାରତର ରପ୍ତାନି ଉପରେ ଅଗଷ୍ଟ ୨୭ ତାରିଖ (ବୁଧବାର)ଠାରୁ ଯୁକ୍ତରାଷ୍ଟ୍ର ଆମେରିକା ୫୦ ପ୍ରତିଶତର ଚଢ଼ା ଶୁଳ୍କ ଲାଗୁ କରିଛି। ରୁଷ୍‌ଠାରୁ ଅଧିକ ତେଲ କିଣି ଭାରତ ପରୋକ୍ଷରେ ୟୁକ୍ରେନ ଯୁଦ୍ଧକୁ ସମର୍ଥନ କରୁଥିବା ଅଭିଯୋଗ ଆଣି ଟ୍ରମ୍ପ ନୂଆଦିଲ୍ଲୀ ଉପରେ ଜରିମାନା ଭାବେ ଅତିରିକ୍ତ ୨୫ ପ୍ରତିଶତ…

ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି

୨୦୪୭ ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଦେଶ କରିବା ପାଇଁ, ଭାରତ କର୍ମଶକ୍ତିରେ ୭୦ ପ୍ରତିଶତ ମହିଳା ଅଂଶଗ୍ରହଣ ନିଶ୍ଚିତ କରିବାର ଏକ ମହତ୍ୱାକାଂକ୍ଷୀ ଲକ୍ଷ୍ୟ ରଖିଛି। ମହିଳା ସଶକ୍ତୀକରଣ ଜାତୀୟ ପ୍ରଗତିରେ ଏକ ପ୍ରମୁଖ କାରଣ ଏବଂ ଆଜି ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ …

ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍‌ ଏଆଇ,ପ୍ରଥମ ଅଫିସ୍‌ ଦିଲ୍ଲୀରେ ଖୋଲିବ

ଭାରତ ପାଇଁ ପ୍ରଥମ ନିଯୁକ୍ତି ସୁଯୋଗ ନେଇ ଆସୁଛି ଓପନ୍‌ ଏଆଇ। ବର୍ତ୍ତମାନ କମ୍ପାନିର ଭାରତରେ କେବଳ ଜଣେ କର୍ମଚାରୀ ଅଛନ୍ତି। ସିଏ ହେଉଛନ୍ତି ପ୍ରଜ୍ଞା ମିଶ୍ର। ଯିଏକି ଦେଶରେ ସାର୍ବଜନୀନ ନୀତି ଏବଂ ସହଭାଗୀତାର ନେତୃତ୍ୱ ନେଉଛନ୍ତି। କମ୍ପାନି ଏବେ ଭାରତରେ ତା’ର କାୟା ବିସ୍ତାର କରିବାର…

ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ

ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କର ସମ୍ମିଳନୀରେ ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କେନ୍ଦ୍ର ସରକାରଙ୍କ ପାଖରେ ପ୍ରସ୍ତାବ ରଖିଛନ୍ତି। ସେ କହିଛନ୍ତି, ଶସ୍ତାରେ ହେଲିକାପ୍ଟରରେ ବୁଲିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିବାକୁ ଯାଇଛନ୍ତି ହେଲିଟାକ୍ସି ଯୋଜନା…