Browsing Category

Business

All business-related news will news will upload

ଆଉ କିଛି ଘଣ୍ଟାର ଅପେକ୍ଷା,ଭାରତ ସହ ୟୁରୋପୀୟ ସଂଘ କରିବାକୁ ଯାଉଛି ବଡ ବାଣିଜ୍ୟିକ ଚୁକ୍ତି

ଆଉ କିଛି ଘଣ୍ଟାର ଅପେକ୍ଷା । ଆମେରିକାର ଟାରିଫ ଭୟ ଭିତରେ ୟୁରୋପୀୟ ସଂଘ କରିବାକୁ ଯାଉଛି ବଡ ବାଣିଜ୍ୟିକ ଚୁକ୍ତି କରିବ ଭାରତ । ଏହାର ନାଁ ରହିଛି ମଦର ଅପ ଅଲ ଡିଲସ । ସ୍ୱିଜରଲ୍ୟାଣ୍ଡରେ ଆୟୋଜିତ ଦାବୋସ ସମ୍ମିଳନୀରେ ଇୟୁ ଅଧ୍ୟକ୍ଷା ଉର୍ସୁଲା ୱାର୍ଣ୍ଣ ଓ ୟୁରୋପୀୟ ପରିଷଦ ଅଧ୍ୟକ୍ଷ ଲୁଇସ…

ସେନ୍‌ସେକ୍ସ ୭୬୯ ପଏଣ୍ଟ ହ୍ରାସ ପାଇ ୮୧,୫୩୭ ପଏଣ୍ଟରେ ବନ୍ଦ ହୋଇଛି

ଚଳିତ ସପ୍ତାହର ଶେଷ କାରବାର ଦିନରେ ବିଦେଶୀ ନିବେଶକମାନେ ଇକ୍ବିଟି ସେୟାର ବିକ୍ରି କରିବାରୁ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ଓ ନ୍ୟାସନାଲ ଷ୍ଟକ୍‌ ଏକ୍ସଚେଞ୍ଜର ସୂଚକାଙ୍କ ବଡ଼ ଧରଣର ହ୍ରାସ ସହ ବନ୍ଦ ହୋଇଛି। ସେନ୍‌ସେକ୍ସ ୭୬୯ ପଏଣ୍ଟ ହ୍ରାସ ପାଇ ୮୧,୫୩୭ ପଏଣ୍ଟରେ ବନ୍ଦ ହୋଇଛି।…

୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ

ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ୫-ଦିନିଆ କାର୍ଯ୍ୟ ସପ୍ତାହ କାର୍ଯ୍ୟକାରୀ କରିବା ଏବଂ ଅନ୍ୟ ସବୁ ଶନିବାରଗୁଡ଼ିକୁ ଛୁଟିଦିନ ଭାବରେ ଘୋଷଣା କରିବା ପାଇଁ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ(ୟୁଏଫ୍‌ବିୟୁ) ପକ୍ଷରୁ ଦାବି କରାଯାଇ ୨୭ ତାରିଖରେ ଧର୍ମଘଟର ଡାକରା ଦେଇଛି। ପ୍ରତି ମାସର ୨ୟ ଏବଂ…

Ducati ଭାରତରେ ଏହାର ଖାସ୍ ଏବଂ ଲିମିଟେଡ ଏଡିସନ୍ ସୁପରବାଇକ୍ Panigale V4 Tricolore ଲଞ୍ଚ କରିଛି

ଇଟାଲୀୟ ସୁପରବାଇକ୍ କମ୍ପାନୀ Ducati ଭାରତରେ ଏହାର ଖାସ୍ ଏବଂ ଲିମିଟେଡ ଏଡିସନ୍ ସୁପରବାଇକ୍, Panigale V4 Tricolore ଲଞ୍ଚ କରିଛି । ଏହି ପ୍ରିମିୟମ୍ ବାଇକର ଏକ୍ସ-ଶୋରୁମ୍ ପ୍ରାଇସ୍ ହେଉଛି ୭.୭ ଲକ୍ଷ ଟଙ୍କା ରହିଛି । Ducati ର ଫ୍ଲାଗସିପ୍ ସୁପରସ୍ପୋର୍ଟ ବାଇକ୍‌ର ଏହି ଖାସ୍ ଏଡିସନ୍…

ଦେଢ଼ ଲକ୍ଷ ପାର୍ କଲା ସୁନା

ଦେଶରେ ସୁନା ଓ ରୁପା ଦାମ୍ ଥମିବାର ନାଁ ନେଉନି । ଗତକାଲି ଅପେକ୍ଷା ଆଜି ଦେଶରେ ସୁନା ଦାମ୍ ଗ୍ରାମ ପିଛା ୭୪୮ ଟଙ୍କା ବୃଦ୍ଧି ପାଇ ଦେଢ଼ ଲକ୍ଷ ପାର୍ କରିଛି । ରୂପା ଦାମ୍ ମଧ୍ୟ ୧୦ ଗ୍ରାମ ପିଛା ୧୦୦ଟଙ୍କା ବୃଦ୍ଧି ହୋଇଛି । ଆଜିର ସୁନା ଓ ରୂପା ଦର ଅନୁସାରେ ସୁନା ପ୍ରଥମ ଥର ଦେଢ଼ ଲକ୍ଷ…

ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ

ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର ଶେୟାର ଗୁଡ଼ିକରେ ବ୍ୟାପକ ହ୍ରାସ ପାଇଛି। ଫଳରେ ନିବେଶକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ମଙ୍ଗଳବାର କାରବାର ଶେଷ ସୁଦ୍ଧା…

ଓଡ଼ିଶାରେ ବଡ଼ ପୁଞ୍ଜି ନିବେଶ ହେବ,୯୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାରେ ବଡ଼ ପୁଞ୍ଜି ନିବେଶ ହେବ । ପ୍ରାୟ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କୋଲକାତାରେ ଆୟୋଜିତ ଓଡ଼ିଶା ଇନଭେଷ୍ଟର ମିଟ୍ ରେ ଏଭଳି ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ୨୦୩୬ ଏବଂ ୨୦୪୭ ଓଡ଼ିଶାର ବିକାଶ ଭିଜନ ସଫଳ କରିବା…

ଭିସା ବିନା ୫୫ଟି ଦେଶକୁ ଯାତ୍ରା କରିପାରିବେ ଭାରତୀୟ ନାଗରିକମାନେ

ବିଶ୍ୱ ସ୍ତରରେ ପାସପୋର୍ଟର ପାୱାରରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହୋଇଛି । ଚଳିତ ବର୍ଷ ଏସୀୟ ଦେଶଗୁଡ଼ିକ ପ୍ରାଧାନ୍ୟ ବିସ୍ତାର କରିଛନ୍ତି । ସିଙ୍ଗାପୁରର ପାସପୋର୍ଟ ବିଶ୍ୱର ସବୁଠାରୁ ପାୱାରଫୁଲ୍ ରହିଛି, ଯାହା ୧୯୨ଟି ଦେଶକୁ ବିନା ଭିସାରେ ଯାତ୍ରା କରିପାରିବେ । ଏହା ପରେ ଜାପାନ ଏବଂ…

ରୁପା ଦର କିଲୋଗ୍ରାମ ପିଛା ୫ ହଜାର ଟଙ୍କା ବୃଦ୍ଧି

ବଜାରରେ ସୁନା ଓ ରୁପା ଦର ଗତ କିଛିମାସ ହେଲା ମାତ୍ରାଧିକ ହାରରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ରୁପା ଦର କିଲୋଗ୍ରାମ ପିଛା ଭୁବନେଶ୍ବର ବଜାରରେ ୫ ହଜାର ଟଙ୍କା ବୃଦ୍ଧି ପାଇ ୨,୯୨,୦୦୦ ଟଙ୍କାରେ ପହଞ୍ଚିଛି। ଗତ ୧୦ ତାରିଖରେ ରୁପା ଦର ୭୦୦୦, ୧୨ ତାରିଖରେ ୧୨୦୦୦ ଟଙ୍କା ବଢ଼ିଥିବାବେଳେ ଆଜି…

ଇଭି ବିକ୍ରିରେ ଦୁଇଚକିଆ ଇଲେକ୍ଟ୍ରିକ ଯାନର ଭାଗ ୫୭ ପ୍ରତିଶତ

ଇଭି ବିକ୍ରିରେ ଦୁଇଚକିଆ ଇଲେକ୍ଟ୍ରିକ ଯାନର ଭାଗ ୫୭ ପ୍ରତିଶତ ରହିଛି। ତିନିଚକିଆ ଇଲେକ୍ଟ୍ରିକ ଯାନ ଭାଗ ୩୫ ପ୍ରତିଶତ ରହିଛି। ଗତବର୍ଷ ୮୦ ଲକ୍ଷ ଇଲେକ୍ଟ୍ରିକ ତିନିଚକିଆ ଯାନ ବିକ୍ରି ହୋଇଛି। ଚାରିଚକିଆ ଇଭି ବିକ୍ରି ୧,୭୫,୦୦୦ ୟୁନିଟ୍‌ ରହିଛି। ଇଭି ବିକ୍ରିରେ ୪ ଲକ୍ଷ ଗାଡ଼ି ସହ…