Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Business
All business-related news will news will upload
ଓଡ଼ିଶା ହେବ ଫାର୍ମା ହବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ। ୭୯ତମ ସ୍ବାଧୀନତା ଦିବସ…
ଜିଓ ଉପଭୋକ୍ତାମାନେ ଏଶିକି ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ୍ ସୁବିଧା ପାଇବେ
ରିଲାଏନ୍ସ ଜିଓ ତାର ଗ୍ରାହକମାନଙ୍କୁ ଆକର୍ଷିତ କରିବା ପାଇଁ ଏକ ଭଲ ଅଫର ଆଣିଛି। ଏବେ ଜିଓର କିଛି ମନୋନୀତ ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ସହିତ ଉପଭୋକ୍ତାମାନେ ମାଗଣା ନେଟଫ୍ଲିକ୍ସ ସବସ୍କ୍ରିପସନ୍ ମଧ୍ୟ ପାଇବେ। ଏହା ସହିତ, ଉପଭୋକ୍ତାମାନଙ୍କୁ ପୃଥକ ନେଟଫ୍ଲିକ୍ସ ସବସ୍କ୍ରିପସନ୍ ନେବାକୁ ପଡ଼ିବ…
ରାଜ୍ୟର ମୁଦ୍ରାସ୍ଫୀତି ହାର ବିଯୁକ୍ତ ସ୍ତରକୁ ହ୍ରାସ ପାଇଛି
ଦରଦାମ୍ ସ୍ଥିତିରେ ବ୍ୟାପକ ସୁଧାର ଘଟିଛି। ଗତ ଜୁଲାଇରେ ରାଜ୍ୟରେ ବିଭିନ୍ନ ଜିନିଷର ଦର ବଢ଼ିବା ପରିବର୍ତ୍ତେ କମ୍ ହୋଇଛି। ତାହାର ପ୍ରତିଫଳନ ଖୁଚୁରା ମୁଦ୍ରାସ୍ଫୀତି ତଥ୍ୟରେ ଦେଖିବାକୁ ମିଳିଛି। ଅନେକ ଦିନ ପରେ ପ୍ରଥମ ଥର ପାଇଁ ରାଜ୍ୟର ମୁଦ୍ରାସ୍ଫୀତି ହାର ବିଯୁକ୍ତ ସ୍ତରକୁ ହ୍ରାସ ପାଇଛି।…
ସୁନା ଉପରେ କୌଣସି ଶୁଳ୍କ ଲାଗୁ ହେବ ନାହିଁ – ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକ ବଡ଼ ଘୋଷଣା କରିଛନ୍ତି। ଦି ୱାଲ ଷ୍ଟ୍ରିଟ୍ ଜର୍ଣ୍ଣାଲର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ୍ କହିଛନ୍ତି ଯେ, ସୁନା ଉପରେ କୌଣସି ଶୁଳ୍କ ଲାଗୁ ହେବ ନାହିଁ। ପୂର୍ବରୁ, କଷ୍ଟମ୍ସ ଏବଂ ସୀମା ସୁରକ୍ଷା ବିଭାଗ କହିଥିଲା ଯେ, ସୁନା ଉପରେ ଭାରୀ ଟିକସ ଲାଗୁ…
ଆଗତ ହେଲା ସଂଶୋଧିତ ଆୟକର ବିଲ
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଲୋକସଭାରେ ସଂଶୋଧିତ ଆୟକର ବିଲ ଉପସ୍ଥାପନ କରିଛନ୍ତି। ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି। ଗତ ସପ୍ତାହରେ ସରକାର ଆୟକର ବିଲ, ୨୦୨୫ ପ୍ରତ୍ୟାହାର କରିବା…
ଓମାନ ସହିତ ଭାରତର ମୁକ୍ତ ବାଣିଜ୍ୟ ରାଜିନାମା ଖୁବ୍ ଶୀଘ୍ର
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଇବା ପରେ ଭାରତର ଚିନ୍ତା ବଢ଼ିଯାଇଛି। ଏହାଦ୍ବାରା ଆମେରିକାକୁ ଭାରତର ରପ୍ତାନି ପ୍ରଭାବିତ ହେବ। ଏଭଳି ସ୍ଥିତିରେ ଓମାନ ସହିତ ଭାରତର ମୁକ୍ତ ବାଣିଜ୍ୟ ରାଜିନାମା ଖୁବ୍ ଶୀଘ୍ର ହେବାକୁ ଯାଉଛି। ପୂର୍ବରୁ ଏହି…
ଟ୍ରେନ ଭଡ଼ାରେ 20 ପ୍ରତିଶତ ରିହାତି
ପାର୍ବଣ ସମୟରେ ଯାତ୍ରୀଙ୍କ ଯିବାଆସିବା ଭିଡକୁ ଦେଖି ରେଳ ମନ୍ତ୍ରାଳୟ ଶନିବାର ଏକ ବଡ଼ ଘୋଷଣା କରିଛି। ଏହି ଘୋଷଣା ଅଧୀନରେ ଅକ୍ଟୋବର ୧୩ରୁ ଅକ୍ଟୋବର ୨୬ ମଧ୍ୟରେ ଯାତ୍ରା କରୁଥିବା ଏବଂ ନଭେମ୍ବର ୧୭ ରୁ ଡିସେମ୍ବର ୧ ମଧ୍ୟରେ ସମାନ ଟ୍ରେନରେ ଫେରିବା ଯାତ୍ରୀମାନଙ୍କୁ ଫେରିବା ଟିକେଟ ଭଡ଼ା…
ଟ୍ରମ୍ପଙ୍କ ଶୁକ୍ଳ ଚଡ଼କ -ଓଡ଼ିଶା ଚିଙ୍ଗୁଡ଼ି ରପ୍ତାନି ୭୦ ପ୍ରତିଶତ କମିବ
ଓଡ଼ିଶା ଦେଶର ଅନ୍ୟତମ ପ୍ରମୁଖ ସାମୁଦ୍ରିକ ଖାଦ୍ୟ ରପ୍ତାନି ରାଜ୍ୟ। ଓଡ଼ିଶାର ମୋଟ ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନିରୁ ପ୍ରାୟ ୭୦ ପ୍ରତିଶତ ଯୁକ୍ତରାଷ୍ଟ୍ର ଆମେରିକାକୁ ହୋଇଥାଏ। ବର୍ଷକୁ ପ୍ରାୟ ୨୦୦୦ କୋଟି ଟଙ୍କାର ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ସାମୁଦ୍ରିକ ଖାଦ୍ୟ ଓଡ଼ିଶା ଆମେରିକା…
ଟ୍ରମ୍ପଙ୍କ ଶୁକ୍ଳ ପ୍ରଭାବ ,କମିଲାନି ସୁଧ କମିବନି ଇଏମ୍ଆଇ
ଦରଦାମ୍ ସ୍ଥିତି ନିୟନ୍ତ୍ରଣ ରହିବା ଭଳି ଅନୁକୂଳ ସ୍ଥିତି ସତ୍ତ୍ବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୃଷ୍ଟି କରିଥିବା ଶୁଳ୍କ ଅନିଶ୍ଚିତତାକୁ ନଜରରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି କମିଟି ରେପୋ ହାରକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି।…
ଇଭି ଚଳାଚଳରେ ଓଡ଼ିଶା ସପ୍ତମ
ଇଲେକ୍ଟ୍ରିକ୍ ଯାନ (ଇଭି) ଚଳାଚଳ ଓ ଗ୍ରହଣୀୟତାରେ ଓଡ଼ିଶାର ପ୍ରଦର୍ଶନ ସାରା ଦେଶରେ ଏତେଟା ଉତ୍ସାହଜନକ ନାହିଁ। ନିତି ଆୟୋଗ ପକ୍ଷରୁ ଜାରି କରାଯାଇଥିବା ଏକ ସୂଚକାଙ୍କ ଅନୁସାରେ ଓଡ଼ିଶା ସର୍ବମୋଟ ୪୧ ସ୍କୋର୍ ସହ ସପ୍ତମ ସ୍ଥାନରେ ରହିଛି। ଏହାକୁ ତୃତୀୟ ବର୍ଗ ‘ଆକାଂକ୍ଷୀ’ରେ ସାମିଲ…