Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Browsing Category
Business
All business-related news will news will upload
ଜୁନ୍ ମାସରେ ରାଜ୍ୟରେ ୬୭,୯୦୮ଟି ଗାଡ଼ି ବିକ୍ରି
ଗତ ଜୁନ୍ ମାସରେ ରାଜ୍ୟରେ ୬୭,୯୦୮ଟି ଗାଡ଼ି ବିକ୍ରି ହୋଇଛି। ଏହା ୨୦୨୪ର ଜୁନ୍ରେ ବିକ୍ରି ହୋଇଥିବା ୬୧,୦୬୨ଟି ଗାଡ଼ି ତୁଳନାରେ ୧୧.୨୧ ପ୍ରତିଶତ ଅଧିକ। ପ୍ରାୟ ସବୁ ପ୍ରକାର ଗାଡ଼ିର ବିକ୍ରି ବଢ଼ିଥିଲେ ମଧ୍ୟ ବାଣିଜ୍ୟିକ ଯାନ ବିକ୍ରି ହ୍ରାସ ପାଇବା ଚିନ୍ତାର କାରଣ ପାଲଟିଛି। ଓଡ଼ିଶା ଏକ ଖଣିଜ…
୧୦-୧୨ ପ୍ରତିଶତ ବୃଦ୍ଧି ହେବ ମୋବାଇଲ ରିଚାର୍ଜ
ମୋବାଇଲ୍ ଦେଖିବାରେ ଅଭ୍ୟସ୍ତ ହୋଇପଡ଼ିଥିବା ସାଧାରଣ ଜନତାଙ୍କ ପକେଟ୍ ଆହୁରି ଫାଙ୍କା ହେବ। ମୋବାଇଲ୍ ରିଚାର୍ଜ ଲାଗି ଅଧିକ ଟଙ୍କା ଗଣିବାକୁ ପଡ଼ିବ। ଗତ କିଛି ମାସ ଭିତରେ ନୂଆ ମୋବାଇଲ୍ ଗ୍ରାହକ ସଂଖ୍ୟା ବଢ଼ିଥିବାରୁ ଟେଲିକମ୍ କମ୍ପାନିଗୁଡ଼ିକ ରିଚାର୍ଜ ଦାମ୍ରେ ୧୦-୧୨ ପ୍ରତିଶତ ବୃଦ୍ଧି…
ଓଡ଼ିଶାର 2 ବିଦ୍ୟୁତ ପ୍ରକଳ୍ପକୁ ପରିବେଶ ମଞ୍ଜୁରି
କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ବିଶେଷଜ୍ଞ ଅନୁଶୀଳନ କମିଟି ପକ୍ଷରୁ ବିଦ୍ୟୁତ୍ ଉତ୍ପାଦନ କ୍ଷେତ୍ରର କେତେକ ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିଲା। ଓଡ଼ିଶାରେ ରାଷ୍ଟ୍ରାୟତ୍ତ ଏନ୍ଏଲ୍ସି ଇଣ୍ଡିଆ ଓ ଘରୋଇ କମ୍ପାନି ଜିଏମ୍ଆର୍ ପାୱାର୍ର…
ଭାରତ ବିଶ୍ବର ଚତୁର୍ଥ ଶ୍ରେଷ୍ଠ ଅର୍ଥନୈତିକ ସମାନତା ବିଶିଷ୍ଟ ରାଷ୍ଟ୍ରରେ ପରିଣତ ହୋଇଛି – ବିଶ୍ବବ୍ୟାଙ୍କ…
ଭାରତ କେବଳ ଦ୍ରୁତ ଅର୍ଥନୈତିକ ବିକାଶ ହାସଲ କରୁନାହିଁ, ବରଂ ଏହି ବିକାଶର ସୁଫଳକୁ ଲୋକଙ୍କ ମଧ୍ୟରେ ଉତ୍ତମଭାବେ ବାଣ୍ଟିବାରେ ସଫଳ ହୋଇଛି। ଏହି କାରଣରୁ ଭାରତ ବିଶ୍ବର ଚତୁର୍ଥ ଶ୍ରେଷ୍ଠ ଅର୍ଥନୈତିକ ସମାନତା ବିଶିଷ୍ଟ ରାଷ୍ଟ୍ରରେ ପରିଣତ ହୋଇଛି। ଯୁକ୍ତରାଷ୍ଟ୍ର ଆମେରିକା, ଚୀନ ସମେତ…
ଅଗଷ୍ଟ ୧ରୁ ପାଲଟା ଶୁଳ୍କ ଲାଗୁ କରିବେ ଟ୍ରମ୍ପ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆସନ୍ତା ଅଗଷ୍ଟ ୧ରୁ ପାଲଟା ଶୁଳ୍କ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ଦେଶ ଉପରେ ସେ ୧୦-୭୦ ପ୍ରତିଶତ ପର୍ଯ୍ୟନ୍ତ ଟିକସ ଲଗାଇବେ। କେଉଁ ଦେଶ ଉପରେ କେତେ ଟିକସ ଲାଗିବ, ତାହା ସେହି ଦେଶଗୁଡ଼ିକୁ ଅବଗତ କରାଯିବ। ଶୁକ୍ରବାରଠାରୁ ସେହି…
ଆସନ୍ତା ୪୮ ଘଣ୍ଟା ଭିତରେ ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ରାଜିନାମା ହେବାର ସମ୍ଭାବନା
ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ରାଜିନାମା ଆସନ୍ତା ୪୮ ଘଣ୍ଟା ଭିତରେ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଉଭୟ ପକ୍ଷ ରାଜିନାମାର ବିଭିନ୍ନ ବିଷୟ ଉପରେ ଆଲୋଚନା କରିସାରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୁଲାଇ ୯ର ଯେଉଁ ସମୟ ସୀମା ଧାର୍ଯ୍ୟ କରିଥିଲେ ତାହା ଦ୍ରୁତ ଗତିରେ…
ପୋଷକ ଓ ଜୋତା ଶସ୍ତା ହେବ
ବଜେଟ୍ରେ ଆୟକରକୁ ନେଇ ବଡ଼ ଘୋଷଣା କରିଥିବା କେନ୍ଦ୍ର ସରକାର ଖୁବ୍ଶୀଘ୍ର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି)ରେ ହ୍ରାସ କରିବାକୁ ଯାଉଛନ୍ତି। ଏହାର ପ୍ରଭାବରେ ସାଧାରଣ ଜନତାଙ୍କ ନିତ୍ୟବ୍ୟବହାର୍ଯ୍ୟ ଜିନିଷ ଯଥା ଟୁଥ୍ପେଷ୍ଟ, ବାସନକୁସନ, ପୋଷାକ, ଜୋତା, ଘିଅ, ସାବୁନ, ସ୍ନାକ୍ସ ଆଦି…
ସରକାରୀ ଯୋଜନାରେ ପ୍ରଦର୍ଶନ ବଢ଼ାଇବା ଉପରେ ଧ୍ୟାନ ଦେବେୁ ଘରୋଇ ବ୍ୟାଙ୍କ
ସରକାରୀ ଜନକଲ୍ୟାଣକାରୀ ଯୋଜନାରେ ନୈରାଶ୍ୟଜନକ ପ୍ରଦର୍ଶନ କରି ରାଜ୍ୟ ସରକାରଙ୍କ ପ୍ୟାନେଲ୍ରୁ ହଟିବା ଭଳି କାର୍ଯ୍ୟାନୁଷ୍ଠାନ ସାମ୍ନା କରିବା ପରେ ତିନି ଘରୋଇ ବ୍ୟାଙ୍କ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କ ଚେତିଛନ୍ତି। ବ୍ୟାଙ୍କଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଆସି…
ଆଜିଠୁ ବଢିବ ଟ୍ରେନ ଟିକଟ ମୂଲ୍ୟ
ଭାରତୀୟ ରେଳ ବିଭାଗ ସୋମବାର ଟ୍ରେନ୍ ଟିକଟ ମୂଲ୍ୟ ବୃଦ୍ଧି ଘୋଷଣା କରିଛି। ଜୁଲାଇ ୧ରୁ ଏହି ବର୍ଦ୍ଧିତ ଭଡ଼ା ଲାଗୁ ହେବ। ଯାତ୍ରୀ ସେବା ଉନ୍ନତ କରିବା ଓ ଯାତ୍ରୀ ଭଡ଼ା ଗଣନାକୁ ସରଳ କରିବା ପାଇଁ ଟିକଟ ମୂଲ୍ୟ ବୃଦ୍ଧି କରାଯାଇଛି। ତେବେ ଲୋକାଲ (ଉପନଗରୀୟ) ଟ୍ରେନ୍ ଭଡ଼ା ଓ ମାସିକ ଟିକଟ ଭଡ଼ା…
ଭାରତ ଛାଡ଼ିବେ ୩୫୦୦ ଧନୀ
ଚଳିତ ବର୍ଷ ବିଶ୍ବର ବିଭିନ୍ନ ଦେଶରୁ ୧,୪୨,୦୦୦ ମିଲିଓନେୟାର (ଧନୀ ବ୍ୟକ୍ତି) ନିଜ ଦେଶ ଛାଡ଼ି ଅନ୍ୟତ୍ର ଯିବେ। ଭାରତରୁ ୩୫୦୦ ଧନୀ ଅନ୍ୟ ଦେଶକୁ ଯିବେ। ଅବଶ୍ୟ ୨୦୨୪ରେ ଭାରତରୁ ଯାଇଥିବା ୪୩୦୦ ଧନୀଙ୍କ ତୁଳନାରେ ଏହି ସଂଖ୍ୟା କମ୍। ହେନ୍ଲି ପ୍ରାଇଭେଟ୍ ୱେଲ୍ଥ ମାଇଗ୍ରେସନ୍ ରିପୋର୍ଟ ୨୦୨୫…