Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Business
All business-related news will news will upload
ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ
ଆପଣ ଆଉ ଚାଉଳ ନେଇପାରିବେ ନାହିଁ । ଯଦି ଇକେୱାଇସି କରିନାହାଁନ୍ତି । ତେବେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଇକେ୍ୱାଇସି ପ୍ରକ୍ରିୟା କେନ୍ଦ୍ର ସରକାର ବନ୍ଦ କରିଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ସେ କହିଛନ୍ତି, ଏବେ ବି ରାଜ୍ୟର ୧୫ ଲକ୍ଷ ୬୭ ହଜାର…
ମହିଳାଙ୍କୁ କାର୍ ଦେବେ ମୋହନ ସରକାର
ବିଜେଡି ସରକାର ସମୟରେ ମହିଳାଙ୍କୁ ସ୍କୁଟି ଦିଆଯାଇଥିଲା । ଏବେ କିନ୍ତୁ ବିଜେପି ସରକାର ମହିଳାଙ୍କୁ କାର ଦେବେ । ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଖୁବଶୀଘ୍ର ଆରମ୍ଭ ହେବ 'ଆମ ସୁବାହକ' ଯୋଜନା । ଏହି ଯୋଜନାରେ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇବେ ସରକାର । ଯାହା ଫଳରେ ମହିଳା…
୩ ଜଣଙ୍କୁ ମିଳିବ ଅର୍ଥନୀତିରେ ନୋବେଲ
ଜୋଏଲ୍ ମୋକିର୍, ଫିଲିପ୍ ଆଘିଅନ୍, ଏବଂ ପିଟର୍ ହାୱିଟଙ୍କୁ ଚଳିତ ବର୍ଷ ପଇଁ ‘ଅର୍ଥନୀତି ବିଜ୍ଞାନ’ରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ । ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ପକ୍ଷରୁ ଆଜି ସେମାନଙ୍କ ନାଁ ଘୋଷଣା କରାଯାଇଛି । ଏହି ୩ ଜଣଙ୍କ ମଧ୍ୟରୁ ୨ ଜଣ ଆମେରିକାର ହୋଇଥିବାବେଳେ ଜଣେ…
ଫୋର୍ବସ୍ ଧନୀ ତାଲିକା ଶୀର୍ଷରେ ମୁକେଶ
ଦେଶରେ ୧୦୦ ବଡ଼ ଧନୀଙ୍କ ସମ୍ପତ୍ତି ଗୋଟିଏ ବର୍ଷ ଭିତରେ ୯ ଲକ୍ଷ କୋଟି ଟଙ୍କା ହ୍ରାସ ପାଇଛି। ୨୦୨୪ରେ ସେମାନଙ୍କ ମୋଟ୍ ସମ୍ପତ୍ତି ୯୭ ଲକ୍ଷ କୋଟି ଟଙ୍କା ଥିଲା। ୨୦୨୫ରେ ତାହା ୯ ପ୍ରତିଶତ ହ୍ରାସ ପାଇ ୮୮ ଲକ୍ଷ କୋଟି ଟଙ୍କା ରହିଯାଇଛି ବୋଲି ଫୋର୍ବସ୍ ପକ୍ଷରୁ ଜାରି କରାଯାଇଥିବା…
ଜେନେରିକ୍ ଔଷଧ ଉପରେ ଟାରିଫ ଲଗାଯିବ ନାହିଁ – ଟ୍ରମ୍ପ
ଔଷଧ ଉପରେ ଟାରିଫ (ଶୁଳ୍କ) ଲଗାଯିବାକୁ ନେଇ ଟ୍ରମ୍ପ ପ୍ରଶାସନ ନିଜ ଆଭିମୁଖ୍ୟ କିଛିଟା ନରମ କରିଛି। ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ ଜେନେରିକ୍ ଔଷଧ ଉପରେ ଟାରିଫ ଲଗାଯିବ ନାହିଁ । ଏହା ଭାରତ ପାଇଁ ଆଶ୍ବସ୍ତି ଆଣିଦେଇଛି, କାରଣ ଭାରତ ଆମେରିକାକୁ ମୁଖ୍ୟତଃ ଜେନେରିକ ଔଷଧ ରପ୍ତାନି…
ନବରାତ୍ରିରେ ଗାଡ଼ି ବିକ୍ରି ବୃଦ୍ଧି
ରାଜ୍ୟରେ ସେପ୍ଟେମ୍ବର ମାସରେ ଯେତିକି ଗାଡ଼ି ବିକ୍ରି ହୋଇଛି ତାହାର ସିଂହଭାଗ କେବଳ ନବରାତ୍ରିରେ ବିକ୍ରି ହୋଇଛି। ମାସ ସାରାରେ ୭୦ ହଜାର ପାଖାପଖି ଗାଡ଼ି ବିକ୍ରି ହୋଇଥିବା ବେଳେ କେବଳ ନବରାତ୍ରି ସମୟରେ ୫୫,୫୮୬ଟି ଗାଡ଼ି ବିକ୍ରି ହୋଇଛି। ଏହା ୨୦୨୪ର ନବରାତ୍ରିରେ ହୋଇଥିବା ୪୦,୨୮୦ଟି…
ସୁନା ଲକ୍ଷେ ୧୦ ହଜାର ଟପିଲା
ସୁନା ଦର ପ୍ରତିଦିନ ନୂଆ ରେକର୍ଡ ସ୍ତର ଅତିକ୍ରମ କରୁଛି। ସୋମବାର ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୧୨୫୦ ଟଙ୍କା ବୃଦ୍ଧି ପାଇ ୧,୧୦,୭୦୦ ଟଙ୍କା ହୋଇଛି। ସେହି ସମୟରେ ୨୪ କ୍ୟାରେଟ୍ ସୁନା ଦର ୧୩୭୦ ଟଙ୍କା ବୃଦ୍ଧି ପାଇ ୧,୨୦,୭୭୦ ଟଙ୍କାରେ ପହଞ୍ଚିଛି। ଆଜି ରୁପା…
‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା…
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଗୁଜରାଟର ଗାନ୍ଧୀନଗରଠାରେ ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନକୁ ଉଦ୍ଘାଟନ କରିଛନ୍ତି। କୌଣସି ଜମାକାରୀ ତାଙ୍କର କଷ୍ଟ ଅର୍ଜିତ ଜମା ପୁଞ୍ଜୀକୁ କିପରି ବ୍ୟାଙ୍କ ବା ଅନ୍ୟ ଆର୍ଥିକ ଅନୁଷ୍ଠାନରୁ ସହଜରେ ଉଠାଇପାରିବେ…
7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
ଭାରତୀୟ ଏକକ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଲୋକାଭିମୁଖୀ ପଦକ୍ଷେପ ସ୍ୱରୂପ, ବାଧ୍ୟତାମୂଳକ ବାୟୋମେଟ୍ରିକ୍ ସଂଶୋଧନ (ଏମବିୟୁ-1) ପାଇଁ ସମସ୍ତ ଦେୟ ଛାଡ଼ କରିଛି, ଯାହା ପ୍ରାୟ 6 କୋଟି ପିଲାଙ୍କୁ ଲାଭ ଦେବ ବୋଲି ଆଶା କରାଯାଉଛି। ଏହି ବୟସ ବର୍ଗ ପାଇଁ ଏମବିୟୁ ଶୁଳ୍କ ଛାଡ଼ 1 ଅକ୍ଟୋବର…
6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
ବିଶ୍ୱ ଆର୍ଥିକ ମଞ୍ଚର ଭବିଷ୍ୟତ ନିଯୁକ୍ତି ରିପୋର୍ଟ 2025 ମୁତାବକ ଭାରତ ଏପରି ଦେଶମାନଙ୍କ ମଧ୍ୟରେ ସାମିଲ ଅଛି ଯେଉଁ ଦେଶଗୁଡ଼ିକ ଆଗାମୀ ବର୍ଷରେ ପ୍ରାୟ ଦୁଇ-ତୃତୀୟାଂଶ ନୂତନ କର୍ମଶକ୍ତି ଯୋଗାଣ କରିବେ। ଭାରତ ନିଜ ଜନସାଂଖ୍ୟିକ ଲାଭାଂଶର ଫାଇଦା ଉଠାଇ ଦେଶରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି…