Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Browsing Category
Business
All business-related news will news will upload
ଆଜିଠୁ ୧୪ ଜିଲ୍ଲାରେ ଗଡ଼ିବନି ବସ୍! କଣ କହିଲେ ମନ୍ତ୍ରୀ ?
ଲକ୍ଷ୍ମୀ ବସକୁ ନେଇ ବିବାଦ । କ୍ଷତି ହେଉଛି ତେଣୁ ଆମେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ଚଳାଇବୁନି । ସଂଘ ଦେଇଛି ଚେତାବନୀ । ପଞ୍ଚାୟତରୁ ବ୍ଲକ୍ ମୁଖ୍ୟାଳୟକୁ ପୂର୍ବ ସରକାର ଅମଳରେ ‘ଲକ୍ଷ୍ମୀ ବସ୍’ ଚାଲୁଥିଲା। ଏବେ ଯଦି ବ୍ଲକ ଏବଂ ଜିଲ୍ଲା ମୁଖ୍ୟାଳୟ ମଧ୍ୟରେ ବସ୍ ଚଳାଚଳ କରେ, ତେବେ ସେହି…
କମେଡିଆନ୍ କୁନାଲ୍ ଓ ଓଲା ସିଇଓ ଭବିଷ ଅଗ୍ରୱାଲ୍ଙ୍କ ମଧ୍ୟରେ କାହିଁକି ଚାଲିଛି ଟ୍ବିଟ୍ ଯୁଦ୍ଧ ?
ଓଲା ଇଲେକ୍ଟ୍ରିକ୍ ସ୍କୁଟର୍ର ସର୍ଭିସିଂ ସମସ୍ୟାକୁ ନେଇ ଯୁଦ୍ଧ । ଏନେଇ ଦୁଇ ଭାଗ ହୋଇଛନ୍ତି ୟୁଜର । ଗୋଟିଏ ପକ୍ଷ କୁନାଲଙ୍କୁ ଗାଳି କରୁଥିବା ବେଳେ ଆଉ ଦଳେ ସର୍ପୋର୍ଟ କରୁଛନ୍ତି । ଏହାରି ଭିତରେ ସୋସିଆଲ ମିଡିଆରେ କମେଡିଆନ୍ କୁନାଲ୍ କାମ୍ରା ଓ ଓଲାର ସିଇଓ ଭବିଷ ଅଗ୍ରୱାଲ୍ଙ୍କ…
ଆପଣଙ୍କ ଅଞ୍ଚଳରେ ଟମାଟୋ ଦର କେତେ ?
ଟମାଟୋ, ବାଇଗଣ, ପୋଟଳ, କାକୁଡ଼ି ଦର ଆପଣଙ୍କ ଅଞ୍ଚଳରେ କେତେ? ଦରକୁ ନେଇ ଏବେ ସବୁଠି ଚର୍ଚା । ବଜାରରେ ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା ବେଳେ ଟମାଟୋ କିଲୋ ପଚାଶ ଟପି 80ରେ…
ବଢ଼ିଲା ସିମେଣ୍ଟ ମୂଲ୍ୟ
ଦେଶରେ ମୌସୁମୀ ଋତୁ ଶେଷ ହେଉଛି ଏବଂ ଏହାର ପ୍ରତ୍ୟକ୍ଷ ପ୍ରଭାବ ବର୍ତ୍ତମାନ ନିର୍ମାଣ କାର୍ଯ୍ୟକଳାପ ଉପରେ ଦେଖାଯାଉଛି ଏବଂ ଦେଶରେ ନିର୍ମାଣ କାର୍ଯ୍ୟ ପୁଣି ଗତିଶୀଳ ହେବାରେ ଲାଗିଛି | ଏଭଳି ପରିସ୍ଥିତିରେ ସିମେଣ୍ଟର ଚାହିଦା ମଧ୍ୟରେ ବୃଦ୍ଧି ଦେଖାଯାଉଛି ଏବଂ ଏହା ସହିତ ସିମେଣ୍ଟର ମୂଲ୍ୟ…
ପୂଜାରେ ଗଡ଼ିବନି କି ବସ ! ଘରୋଇ ବସ ମାଲିକ ସଂଘ ଦେଲା ଚେତାବନୀ
ଆମ ଦାବି ପୂରଣ କର । ନହେଲେ ପୂଜାରେ ଗଡ଼ିବନି ବସ୍। ଏପରି ଚେତାବନୀ ଦେଇଛି ବସ ମାଲିକ ସଂଘ । ଆଜି ସନ୍ଧ୍ୟା ଠାରୁ ୮ ତାରିଖ ସନ୍ଧ୍ୟା ୬ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ ଚଳାଚଳ ବନ୍ଦ ରହିବା ନେଇ ସଂଘ କହିଛି। ଏ ନେଇ ବନ୍ଦ ଡାକରା ଦେଇଛି ଘରୋଇ ବସ ମାଲିକ…
ଚୀନ୍ ପାଇଁ ଖସୁଛି ସେୟାର ବଜାର
ଗୋଟିଏ ପଟେ ଇରାନ ଓ ଇସ୍ରାଏଲ୍ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ନିବେଶକମାନଙ୍କ ଚିନ୍ତା ବଢ଼ାଇଥିବା ବେଳେ ଚୀନ୍ ସରକାର ଅର୍ଥନୈତିକ ପ୍ରୋତ୍ସାହନ ଘୋଷଣା କରିବା ପରେ ବିଦେଶୀ ନିବେଶକମାନେ ବିପୁଳ ପରିମାଣର ପାଣ୍ଠି ପ୍ରତ୍ୟାହାର କରୁଛନ୍ତି। ଏହି ଦୁଇ କାରଣ ଲାଗି ଦେଶର ଦୁଇ ଷ୍ଟକ୍ ବଜାର…
ତେଲ ଦର ୭୫ ଡଲାର ଟପିଲା
ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଭଳି ସ୍ଥିତି ଯୋଗୁ ଅନ୍ତର୍ଜାତୀୟ ବଜାରର ବ୍ରେଣ୍ଟ୍ କ୍ରୁଡ୍ ଦାମ୍ ଆଜି ବ୍ୟାରେଲ ପିଛା ୧.୫୨ ଡଲାର ବା ୨.୦୬ ପ୍ରତିଶତ ବୃଦ୍ଧି ଘଟି ୭୫.୪୨ ଡଲାରରେ ପହଞ୍ଚିଛି। ସେହିଭଳି ୱେଷ୍ଟ ଟେକ୍ସାସ୍ ଇଣ୍ଟରମିଡିଏଟ୍ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୧.୫୮ ଡଲାର ବା…
ଶେୟାର ବଜାର ସୁନାମୀ
ଭାରତୀୟ ଶେୟାର ବଜାର ଧରାସାୟୀ ହୋଇପଡିଛି । ମଧ୍ୟପ୍ରାଚ୍ୟରେ ଭୀଷଣ ଯୁଦ୍ଧ ଯୋଗୁଁ ଶେୟାର ବଜାର ଉପରେ ପ୍ରଭାବ ଦେଖାଯାଇଛି । ସେନସେକ୍ସ ଏବଂ ନିଫ୍ଟି ହ୍ରାସ ପାଇଛି । ସେନସେକ୍ସ 1800 ଏବଂ ନିଫ୍ଟି 550 ପଏଣ୍ଟ ହ୍ରାସ ପାଇଛି । ଏହା ଚଳିତ ବର୍ଷର ଚତୁର୍ଥ ବଡ ହ୍ରାସ ବୋଲି କୁହାଯାଉଛି । ଆଜି…
ବଢିଲା ଗ୍ୟାସ ଦର
ଆଜିଠୁ ଦେଶରେ କେତେକ ଗୁରୁତ୍ବପୂର୍ଣ୍ଣ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ଯାହା ଲୋକମାନଙ୍କ ଦୈନନ୍ଦିନ ଜୀବନ ଉପରେ ପ୍ରଭାବ ପକାଇବ। କର୍ମସିଆଲ ଗ୍ୟାସ ଦରଠୁ ଆରମ୍ଭ କରି ଟ୍ୟାକ୍ସ ନିୟମରେ ପରିବର୍ତ୍ତନ ସହିତ ଡେବିଟ୍ କାର୍ଡ ଓ କ୍ରେଡିଟ୍ କାର୍ଡ ନିୟମରେ ମଧ୍ୟ ପରିବର୍ତ୍ତନ ହେବାକୁ…
ଷ୍ଟକ୍ ବଜାରରେ ମାନ୍ଦା
ଷ୍ଟକ୍ ବଜାରରେ ମାନ୍ଦା କାରବାର ପ୍ରଭାବ ଭାରତର ଦୁଇ ଷ୍ଟକ୍ ବଜାର ଉପରେ ଆଜି ପଡ଼ିଥିଲା। ଫଳରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୧୨୭୨ ପଏଣ୍ଟ ହ୍ରାସ ପାଇ ୮୪,୨୯୯ ପଏଣ୍ଟରେ ବନ୍ଦ ହୋଇଥିବା ବେଳେ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୩୬୮ ପଏଣ୍ଟ ହ୍ରାସ ପାଇ ୨୫୮୧୦ ପଏଣ୍ଟରେ…