Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Browsing Category
Business
All business-related news will news will upload
ଇପିଏଫ୍ଓ ପେନ୍ସନ୍ ବଢିବ ୨୫୦୦ ଟଙ୍କା
କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (ଇପିଏଫ୍ଓ)ର କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ (ସିବିଟି) ବୈଠକ ଆସନ୍ତା ମାସରେ ବସିବ। ସେଥିରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। ସବୁଠୁ ବଡ଼ ପ୍ରସଙ୍ଗ ହେଉଛି ସର୍ବନିମ୍ନ ପେନ୍ସନ୍କୁ ବର୍ତ୍ତମାନର ୧୦୦୦ ଟଙ୍କାରୁ ବଢ଼ାଇ ୧୫୦୦ ଟଙ୍କା…
ହ୍ରାସ ପାଇଲା ସୁନା ଦର
ପାର୍ବଣ ପୂର୍ବରୁ ହୁ ହୁ ହୋଇ ବଢୁଛି ସୁନା ଦର। । ପ୍ରଥମ ଥର ପାଇଁ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧ଲକ୍ଷ ଟଙ୍କା ଟପି ୧ଲକ୍ଷ ୧ହଜାର ୧୦୦ଟଙ୍କାରେ ପହଞ୍ଚି ଯାଇଛି । ଏହି ଦାମ ଆହୁରି ବଢ଼ିପାରେ ବୋଲି ମଧ୍ୟ ଆକଲନ କରାଯାଉଛି। କିଛିଦିନ ହେବ କ୍ରମାଗତ ଭାବେ ଦେଶରେ ସୁନାଦର ବୃଦ୍ଧି…
ଆଇଫୋନ୍ ୧୭ ଏୟାର ଉନ୍ମୋଚିତ
ଆପଲ୍ର ସିଇଓ ଟିମ୍ କୁକ୍ କମ୍ପାନିର ସବୁଠୁ ପତଳା ଆଇଫୋନ୍ ୧୭ ଏୟାର ଉନ୍ମୋଚନ କରିଛନ୍ତି। ଏହାର ମୋଟେଇ ୫.୫ ଏମ୍ଏମ୍ ଥିବା ବେଳେ ଓଜନ ହେଉଛି ୧୪୫ ଗ୍ରାମ। ଏଥିରେ ୨୮୦୦ ଏମ୍ଏଏଚ୍ ବ୍ୟାଟେରି ବ୍ୟବହାର କରାଯାଇଛି। ଏଥି ସହିତ କମ୍ପାନି ପକ୍ଷରୁ ଆଇଫୋନ୍ ୧୭ ପ୍ରୋ ଓ ଆଇଫୋନ୍ ୧୭…
ଡିଜିଟାଲ ମୁଦ୍ରା କ୍ରିପ୍ଟୋକରେନ୍ସି ଗ୍ରହଣୀୟତାରେ ଭାରତ ଶୀର୍ଷ ସ୍ଥାନ ହାସଲ କରିଛି
ଡିଜିଟାଲ ମୁଦ୍ରା କ୍ରିପ୍ଟୋକରେନ୍ସି ଗ୍ରହଣୀୟତାରେ ଭାରତ ଶୀର୍ଷ ସ୍ଥାନ ହାସଲ କରିଛି। ଏହା ପଛକୁ ଆମେରିକା ଦ୍ବିତୀୟ ସ୍ଥାନରେ ରହିଛି। ଷଷ୍ଠ ବାର୍ଷିକ ଚେନ୍ଆନାଲିସିସ୍ ବିଶ୍ବସ୍ତରୀୟ କ୍ରିପ୍ଟୋ ଗ୍ରହଣୀୟତା ସୂଚୀରୁ ଏହା ଜଣାପଡ଼ିଛି। ଏସଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ କ୍ରିପ୍ଟୋକୁ…
କାର ମୂଲ୍ୟ କମାଇଲା ହୁଣ୍ଡାଇ
ଟାଟା ମୋଟର୍ସ, ଟୟୋଟା, ରେନୋ ଏବଂ ମହିନ୍ଦ୍ରା ଆଣ୍ଡ୍ ମହିନ୍ଦ୍ରା ପରେ ଆଜି ହୁଣ୍ଡାଇ ମୋଟର ଇଣ୍ଡିଆ ଏହାର ବିଭିନ୍ନ ମଡେଲ୍ ଗାଡ଼ି ମୂଲ୍ୟ ହ୍ରାସ ଘୋଷଣା କରିଛି। ଜିଏସ୍ଟି ସଂସ୍କାର ଦ୍ବାରା ଟିକସ ହ୍ରାସ ପାଇଛି। ଏହାର ଲାଭ ଗ୍ରାହକଙ୍କୁ ଦେବାପାଇଁ ଗାଡ଼ି କମ୍ପାନିଗୁଡ଼ିକ କାର୍ ଦାମ୍…
ଜିଏସ୍ଟି ହ୍ରାସ ଘୋଷଣା ପରେ ଏକାଧିକ କାର୍ ନିର୍ମାତା ଗାଡ଼ି ମୂଲ୍ୟ କମାଇବା ନେଇ ଘୋଷଣା
ଜିଏସ୍ଟି ହ୍ରାସ ଘୋଷଣା ପରେ ଏକାଧିକ କାର୍ ନିର୍ମାତା ଗାଡ଼ି ମୂଲ୍ୟ କମାଇବା ନେଇ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଟାଟା, ମହିନ୍ଦ୍ରା ଆଣ୍ଡ୍ ମହିନ୍ଦ୍ରା, ରେନୋ, ଟୟୋଟା ଆଦି ରହିଛନ୍ତି। ଟାଟା ମୋଟର୍ସ ଶୁକ୍ରବାର ଏ ନେଇ ଘୋଷଣା କରିଥିଲା। ଗ୍ରାହକଙ୍କୁ ଜିଏସ୍ଟି ହ୍ରାସର…
ପୁଣି ବଢିଲା ସୁନା ଦର
ଭାରତରେ ସୁନା ମୂଲ୍ୟ ସର୍ବକାଳୀନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସେପ୍ଟେମ୍ବର ୬ ତାରିଖରେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ପିଛା ୧ ଲକ୍ଷ ଟଙ୍କା ଓ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ପିଛା ୧.୦୮ ଲକ୍ଷ ଟଙ୍କା ଅତିକ୍ରମ କରିଛି। ଆଜି ୨୪ କ୍ୟାରେଟ୍ ସୁନା ପ୍ରତି…
ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
ରାଜ୍ୟ ସରକାର ଜାରି କରିଛନ୍ତି କଡ଼ା ନିର୍ଦ୍ଦେଶନାମା। ଏଣିକି ସମସ୍ତ ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ। ସବୁ ସରକାରୀ ପ୍ରତିଷ୍ଠାନରେ BSNL ଇଣ୍ଟରନେଟ୍ ବ୍ୟବହାର ହେବ। BSNL ବ୍ରଡ୍ବ୍ୟାଣ୍ଡ୍, ଲ୍ୟାଣ୍ଡଲାଇନ୍, ଲିଜ ଲାଇନ ସେବା ବ୍ୟବହାର ହେବ। ଏନେଇ ଇଲେକ୍ଟ୍ରୋନିକ୍ସ…
ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ଦୁଗ୍ଧ ଚାଷୀ ଏବଂ ଗ୍ରାମୀଣ ଅର୍ଥବ୍ୟବସ୍ଥା ପ୍ରତି ସରକାରଙ୍କ ଅଟଳ ପ୍ରତିବଦ୍ଧତାକୁ ପୁନରୁଚ୍ଚାରଣ କରି, ପୁଷ୍ଟି ସୁରକ୍ଷା ସୁନିଶ୍ଚିତ କରିବା ଓ ସମାବେଶୀ ବିକାଶକୁ ଅଗ୍ରସର କରିବାରେ ସେମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର…
GST ସ୍ଲାବରେ ବଡ଼ ପରିବର୍ତ୍ତନ
କେନ୍ଦୁପତ୍ର ଉପରେ ଜଏସ୍ଟି ୧୮ରୁ ୫ ପ୍ରତିଶତ ହ୍ରାସ ପାଇଛି । ଏହା ଦ୍ବାରା ରାଜ୍ୟର କେନ୍ଦୁପତ୍ର ତୋଳାଳି ଅଧିକ ଲାଭବାନ୍ ହେବେ । ଏହା ସହ କୃଷି କ୍ଷେତ୍ରରେ ମଧ୍ୟ ଚାଷୀଙ୍କୁ ଅଧିକ ଲାଭ ମିଳିବ । କୃଷି କ୍ଷେତ୍ରରେ ଜିଏସ୍ଟି ହ୍ରାସ ପାଇଥିବାରୁ ରାଜ୍ୟର କୃଷକ ଅଧିକ ଲାଭାନ୍ବିତ ହେବେ । ଏହା…