Browsing Category

Business

All business-related news will news will upload

୨୪ ଏବଂ ୨୫ ତାରିଖରେ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (UFBU) ଗୁରୁବାର ଘୋଷଣା କରିଛି ଯେ ଏହାର ଦୁଇ ଦିନିଆ ଦେଶବ୍ୟାପୀ ଧର୍ମଘଟ ମାର୍ଚ୍ଚ ୨୪ ଏବଂ ୨୫ ତାରିଖରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ହେବ। ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (IBA) ସହିତ ହୋଇଥିବା ଆଲୋଚନାରେ କୌଣସି ସକାରାତ୍ମକ ଫଳାଫଳ ନ…

ବଜାରରେ ସୁନା ଓ ରୂପା ଦର ଆକାଶଛୁଆଁ,୮୮ ଟପିଲା ସୁନା ଦର

ବଜାରରେ ସୁନା ଓ ରୂପା ଦର ଆକାଶଛୁଆଁ ହେବାରେ ଲାଗିଛି। ଭୁବନେଶ୍ବରରେ ପ୍ରମୁଖ ସୋରୁମ୍‌ଗୁଡ଼ିକରେ ଆଜି ୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌ ପିଛା ୮୮,୫୮୦ ଟଙ୍କା‌ରେ ପହଞ୍ଚିଛି। ସେହିଭଳି ୨୨ କ୍ୟା‌ରେଟ୍‌ ସୁନା ଦର ୧୦ ଗ୍ରାମ୍‌ ପିଛା ୮୧୨୦୦ ଟଙ୍କା ହୋଇଛି। ଗତକାଲି ତୁଳନାରେ ସୁନା ଦରରେ…

ଆମେରିକା ଷ୍ଟକ୍ ବଜାରରେ ଝଡ଼, କମ୍ପାନିଗୁଡ଼ିକର ମୂଲ୍ୟ ୪ ଲକ୍ଷ କୋଟି ଡଲାର ହ୍ରାସ ପାଇଛି

ଗତକାଲି ଆମେରିକା ଷ୍ଟକ୍ ବଜାରରେ ଯେଉଁ ଝଡ଼ ଉଠିଥିଲା ତାହା ବିଭିନ୍ନ କମ୍ପାନିର ବଜାର ପୁଞ୍ଜିରୁ କୋଟି କୋଟି ଡଲାର ଉଡ଼ାଇ ନେଇଛି। ଗୋଟିଏ ଦିନରେ ସେଠାରେ ତାଲିକାଭୁକ୍ତ ହୋଇଥିବା କମ୍ପାନିଗୁଡ଼ିକର ମୂଲ୍ୟ ୪ ଲକ୍ଷ କୋଟି ଡଲାର ହ୍ରାସ ପାଇଛି। ତାହା ବମ୍ବେ ଷ୍ଟକ୍ ବଜାରର ମୋଟ ମୂଲ୍ୟଠାରୁ…

ଆର୍ଥିକ ବର୍ଷର ପ୍ରଥମ ୯ ମାସରେ ବିଭିନ୍ନ ଉତ୍ସରୁ ୨୧ହଜାର କୋଟି ଟଙ୍କାର ଋଣ କରିଛନ୍ତି ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବାଧୀନ ବିଜେପି ସରକାର ଚଳିତ ଆର୍ଥିକ ବର୍ଷର ପ୍ରଥମ ୯ ମାସରେ ବିଭିନ୍ନ ଉତ୍ସରୁ ୨୧ହଜାର କୋଟି ଟଙ୍କାର ଋଣ କରିଛନ୍ତି। ବିଧାନସଭାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ସୂଚନା ଦେଇଛନ୍ତି। ଗତବର୍ଷ ଜୁନ୍‌ରୁ ଚଳିତ ବର୍ଷ ଫେବ୍ରୁ୍ଆରି ଶେଷ ସୁଦ୍ଧା…

ଚଳିତ ବର୍ଷ ହୋଲିରେ ରାଜ୍ୟରେ ୨୦୦୦ କୋଟି ଟଙ୍କାର ବେପାର ହେବ ବୋଲି ଆକଳନ

ଚଳିତ ବର୍ଷ ହୋଲିରେ ରାଜ୍ୟରେ ୨୦୦୦ କୋଟି ଟଙ୍କାର ବେପାର ହେବ ବୋଲି ଆକଳନ କରାଯାଇଛି। ଗତବର୍ଷ ହୋଇଥିବା ବେପାର ତୁଳନାରେ ୧୦-୧୫ ପ୍ରତିଶତ ଅଧିକ ବ୍ୟବସାୟ ହେବ ବୋଲି ସର୍ବଭାରତୀୟ ବ୍ୟବସାୟୀ ମହାସଂଘ, ଓଡ଼ିଶା ଶାଖାର ମହାସଚିବ ସୁଧାକର ପଣ୍ଡା କହିଛନ୍ତି। ସେ କହିଛନ୍ତି ଯେ ଏଥର ବେପାର…

ବଜାରରେ ଝଡ଼ ସୃଷ୍ଟି କରିଛି ନୂତନ ଇଲେକ୍ଟ୍ରିକ୍ ସ୍କୁଟର ଟେସେରାକ୍ଟ

ଇଲେକ୍ଟ୍ରିକ ସ୍କୁଟର ନିର୍ମାତା ଅଲଟ୍ରାଭାୟୋଲେଟର ନୂତନ ଇଲେକ୍ଟ୍ରିକ୍ ସ୍କୁଟର ଟେସେରାକ୍ଟ ଲଞ୍ଚ ହେବା ମାତ୍ରେ ବଜାରରେ ଝଡ଼ ସୃଷ୍ଟି କରିଛି। ବିଶେଷ କଥା ହେଉଛି ଏହା ଲଞ୍ଚ ହେବାର ମାତ୍ର ୪୮ ଘଣ୍ଟା ମଧ୍ୟରେ ୨୦୦୦୦ ବୁକିଂ ପାଇଛି। ଲୋକଙ୍କ ମଧ୍ୟରେ ଏହି ସ୍କୁଟର ପାଇଁ ଏକ ପ୍ରବଳ କ୍ରେଜ୍…

ସୁନା ଋଣ କ୍ଷେତ୍ରରେ ବେଆଇନ କାରବାର ହେଉଥିବା ସନ୍ଦେହ

ସୁନା ବନ୍ଧକ ରଖି ଲୋକମାନେ ନେଉଥିବା ଋଣ ପରିମାଣ ଦ୍ରୁତ ଗତିରେ ବଢ଼ିବା ପରେ ଭାରତୀୟ ରିଜର୍ଭ ବ୍ୟାଙ୍କ ବେଶ୍‌ ଚିନ୍ତିତ ହୋଇପଡ଼ିଛି। ଆଗକୁ କୌଣସି ବଡ଼ ଧରଣର ଅସୁବିଧା ହେବା ପୂର୍ବରୁ ସୁନା ଋଣକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ସୁନା ଋଣ କ୍ଷେତ୍ରରେ ବେଆଇନ କାରବାର…

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସରେ ସୁଧାର ଘଟିଛି

ଲଗାତାର ୧୦ଟି କାରବାର ଦିନରେ ତଳକୁ ଖସୁଥିବା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍‌ସେକ୍ସରେ ସୁଧାର ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁଳ୍କ ଜରିଆରେ ବାଣିଜ୍ୟ ଲଢ଼େଇ ଆରମ୍ଭ କରିବା ପରେ ଷ୍ଟକ୍ ବଜାର ଅସ୍ଥିର ରହିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବୁଧବାର ତାହାର ଓଲଟା ଚିତ୍ର…

ଟୟୋଟାର କାମ୍ରି ହାଇବ୍ରିଡ୍‌ ଇଭି ଉନ୍ନାଚିତ

ମଞ୍ଚେଶ୍ବର ସ୍ଥିତ କ୍ୟାପିଟାଲ୍ ଟୟୋଟାରେ ସମ୍ପୂର୍ଣ୍ଣ ନୂଆ କାମ୍ରି ହାଇବ୍ରିଡ୍‌ ଇଭିକୁ ଉନ୍ମୋଚନ କରାଯାଇଛି। ଗର୍ଗସନ୍‌ ଗ୍ରୁପ୍‌ର ଅଧ୍ୟକ୍ଷ ସତୀଶ ଗର୍ଗ, ଟାୟୋଟା କ୍ୟାପିଟାଲ୍‌ର ଏମ୍‌ଡି ସିଦ୍ଧାର୍ଥ ଗର୍ଗ ଓ ଡିଜିଏମ୍‌ ଚମ୍ପକ କୁମାର ଦାସଙ୍କ ଉପସ୍ଥିତିରେ ୟୁନିୟନ୍ ବ୍ୟାଙ୍କର ଡିଜିଏମ୍‌…

୨୦୨୫ ‌‌ଫେବ୍ରୁଆରିରେ ରାଜ୍ୟରେ ଜିଏସ୍‌ଟି ଆଦାୟରେ ୪ ପ୍ରତିଶତ ବୃଦ୍ଧି

ଫେବ୍ରୁଆରି ମାସରେ ଦେଶରେ ଜିଏସ୍‌ଟି ଆଦାୟ ରାଶି ୨୦୨୪ ଫେବ୍ରୁଆରି ତୁଳନାରେ ୯.୧ ପ୍ରତିଶତ ବୃଦ୍ଧି ଘଟି ୧.୮୪ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି। ଫେବ୍ରୁଆରି ମାସରେ କେନ୍ଦ୍ରୀୟ ଜିଏସ୍‌ଟି ବାବଦରେ ୩୫,୨୦୪ କୋଟି ଟଙ୍କା, ରାଜ୍ୟ ଜିଏସ୍‌ଟି ବାବଦରେ ୪୩,୭୦୪ କୋଟି ଟଙ୍କା ଏବଂ ସମନ୍ବିତ…